ଲଗାଣ ବର୍ଷାରେ ବେହାଲ ମାଲକାନଗିରି: ବ୍ରିଜ ଉପରେ ପ୍ରବାହିତ ହେଉଛି ବନ୍ୟା ପାଣି, ଯାତାୟାତ ଠପ୍

The Sakala Picture
Published On

ମାଲାକାନଗିରି: ମାଲାକାନଗିରି ଜିଲ୍ଲାରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବା ବେଳେ ବର୍ଷା ଯୋଗୁ ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ଜଳ ପ୍ରବାହ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ ପୂର୍ବରୁ ମାଲକାନଗିରିରୁ ଛତିଶଗଡ଼ର ସୁକୁମା ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ବର୍ତ୍ତମାନ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ […]

ମାଲାକାନଗିରି: ମାଲାକାନଗିରି ଜିଲ୍ଲାରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବା ବେଳେ ବର୍ଷା ଯୋଗୁ ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ଜଳ ପ୍ରବାହ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ ପୂର୍ବରୁ ମାଲକାନଗିରିରୁ ଛତିଶଗଡ଼ର ସୁକୁମା ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ବର୍ତ୍ତମାନ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ବ୍ରିଜ ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ବନ୍ୟା ପାଣିରେ ପୋଲ ବୁଡି ଯାଇ ବ୍ରିଜ ଉପରେ ପ୍ରାୟ ୩ ଫୁଟ ଉଚ୍ଚରେ ପାଣି ପ୍ରଭାବିତ ହେଉଥିବାରୁ ଏହି ରାସ୍ତାରେ ଯାତାୟାତ ବନ୍ଦ ରହିଛି। ବ୍ରିଜର ଉଭୟ ପାର୍ଶ୍ଵରେ ଶତାଧିକା ଯାନବାହାନ ଅଟକି ରହିଥିବା ଦେଖିବାକୁ ମିଳିଛି। ସେହିପରି ଜିଲ୍ଲାର ଅନ୍ୟ ତଳୁଆ ଅଞ୍ଚଳରେ ମଧ୍ୟ ଜଳ ସ୍ତର ବୃଦ୍ଧି ହେବାରେ ଲାଗିଛି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

09 Aug 2022 By The Sakala

ଲଗାଣ ବର୍ଷାରେ ବେହାଲ ମାଲକାନଗିରି: ବ୍ରିଜ ଉପରେ ପ୍ରବାହିତ ହେଉଛି ବନ୍ୟା ପାଣି, ଯାତାୟାତ ଠପ୍

ମାଲାକାନଗିରି: ମାଲାକାନଗିରି ଜିଲ୍ଲାରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବା ବେଳେ ବର୍ଷା ଯୋଗୁ ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ଜଳ ପ୍ରବାହ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ ପୂର୍ବରୁ ମାଲକାନଗିରିରୁ ଛତିଶଗଡ଼ର ସୁକୁମା ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ବର୍ତ୍ତମାନ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ବ୍ରିଜ ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ବନ୍ୟା ପାଣିରେ ପୋଲ ବୁଡି ଯାଇ ବ୍ରିଜ ଉପରେ ପ୍ରାୟ ୩ ଫୁଟ ଉଚ୍ଚରେ ପାଣି ପ୍ରଭାବିତ ହେଉଥିବାରୁ ଏହି ରାସ୍ତାରେ ଯାତାୟାତ ବନ୍ଦ ରହିଛି। ବ୍ରିଜର ଉଭୟ ପାର୍ଶ୍ଵରେ ଶତାଧିକା ଯାନବାହାନ ଅଟକି ରହିଥିବା ଦେଖିବାକୁ ମିଳିଛି। ସେହିପରି ଜିଲ୍ଲାର ଅନ୍ୟ ତଳୁଆ ଅଞ୍ଚଳରେ ମଧ୍ୟ ଜଳ ସ୍ତର ବୃଦ୍ଧି ହେବାରେ ଲାଗିଛି।

https://www.thesakala.in/latest-odisha-news/malkangiri/heavy-rains-in-malkangari-water-is-flowing-over-the-bridge/article-13992
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର