ମାଲକାନଗିରି: ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

The Sakala Picture
Published On

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୁଲିସ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ନେଇ ବୁଧବାର ଖବର ମିଳିଛି। ଏଥିରେ ମାଓବାଦୀଙ୍କ ମୃତାହତ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । କୁଲାବେଡ଼ା ଜଙ୍ଗଲରେ ମାଓ ଶିବିର ଚାଲିଥିବା ଖବର ପାଇ ଅପରେସନ୍ ଆରମ୍ଭ କରିଥିଲା ସୁରକ୍ଷା ବାହିନୀ । ଏସଓଜି ଓ ଡିଭିଏଫ ବାହିନୀ ଗତକାଲି ଅପରେସନରେ ଯାଇଥିଲେ । ଆଜି ସକାଳେ ପୁଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା […]

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୁଲିସ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ନେଇ ବୁଧବାର ଖବର ମିଳିଛି। ଏଥିରେ ମାଓବାଦୀଙ୍କ ମୃତାହତ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । କୁଲାବେଡ଼ା ଜଙ୍ଗଲରେ ମାଓ ଶିବିର ଚାଲିଥିବା ଖବର ପାଇ ଅପରେସନ୍ ଆରମ୍ଭ କରିଥିଲା ସୁରକ୍ଷା ବାହିନୀ । ଏସଓଜି ଓ ଡିଭିଏଫ ବାହିନୀ ଗତକାଲି ଅପରେସନରେ ଯାଇଥିଲେ । ଆଜି ସକାଳେ ପୁଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା କରିଥିଲେ । ପରେ ପୁଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚଳନା କରାଯାଇଥିଲା। ପାଲଟା ଜବାବରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ଏବେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ଏସଓଜି ଓ ଡିଭିଏଫ୍ ଯବାନ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

16 Jun 2021 By The Sakala

ମାଲକାନଗିରି: ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୁଲିସ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ନେଇ ବୁଧବାର ଖବର ମିଳିଛି। ଏଥିରେ ମାଓବାଦୀଙ୍କ ମୃତାହତ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । କୁଲାବେଡ଼ା ଜଙ୍ଗଲରେ ମାଓ ଶିବିର ଚାଲିଥିବା ଖବର ପାଇ ଅପରେସନ୍ ଆରମ୍ଭ କରିଥିଲା ସୁରକ୍ଷା ବାହିନୀ । ଏସଓଜି ଓ ଡିଭିଏଫ ବାହିନୀ ଗତକାଲି ଅପରେସନରେ ଯାଇଥିଲେ । ଆଜି ସକାଳେ ପୁଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା କରିଥିଲେ । ପରେ ପୁଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚଳନା କରାଯାଇଥିଲା। ପାଲଟା ଜବାବରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ଏବେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ଏସଓଜି ଓ ଡିଭିଏଫ୍ ଯବାନ ।

https://www.thesakala.in/latest-odisha-news/malkangiri/shooting-between-jawan-and-maoists/article-2986
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର