ମାଲକାନଗିରିରେ ଠାବ ହେଲା ମାଓ ଶିବିର: ଦୁଇ ଘଣ୍ଟାରୁ ଅଧିକ ସମୟ ଗୁଳିବିନିମୟ ପରେ ଛତ୍ରଭଙ୍ଗ ଦେଲେ ମାଓବାଦୀ, ବିପୁଳ ମାଓ ସାମଗ୍ରୀ ଜବତ

The Sakala Picture
Published On

ମାଲକାନଗିରି: ମାଲକାନଗିରିରେ ମାଓବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏସ.ଓ .ଜି, ଡି.ଭି.ଏଫ ଓ ବି.ଏସ .ଏଫ ବାହିନିର ମିଳିତ କମ୍ବିଂ ଅପରେସନ ବେଳେ ମାଓ ଶିବିର ଠାବ ହୋଇଛି।ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହଡ ଉପରେ ଥିବା କିରିମିଟି ଗାଁ ନିକଟରେ ନକ୍ସଲ ମାନେ ଏକ କ୍ୟାମ୍ପ କରି ରହିଥିବା ବେଳେ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ଯବାନଙ୍କ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ […]

ମାଲକାନଗିରି: ମାଲକାନଗିରିରେ ମାଓବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏସ.ଓ .ଜି, ଡି.ଭି.ଏଫ ଓ ବି.ଏସ .ଏଫ ବାହିନିର ମିଳିତ କମ୍ବିଂ ଅପରେସନ ବେଳେ ମାଓ ଶିବିର ଠାବ ହୋଇଛି।ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହଡ ଉପରେ ଥିବା କିରିମିଟି ଗାଁ ନିକଟରେ ନକ୍ସଲ ମାନେ ଏକ କ୍ୟାମ୍ପ କରି ରହିଥିବା ବେଳେ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ଯବାନଙ୍କ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ସୁରକ୍ଷା କର୍ମୀ ଆସିବା ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳିଚାଳନା କରିଥିଲେ ପରେ ଯବାନ ମାନେ ଏହାର ପାଲଟା ଜବାବ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ହେବ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳ ଛାଡି ପଳାଇଛନ୍ତି। ପରେ ଯବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ସେଠାରୁ ଅନେକ ବିସ୍ପୋରକ ସାମଗ୍ରୀ, ଅଫୁଟା ଗୁଳି, ଲ୍ୟାଣ୍ଡ ମାଇନ, ଡିଟୋନିଟର, ୱାକି ଟକି ,ନକ୍ସଲ କିଟ ବ୍ୟାଗ, ପୋଷାକ ଓ ଔଷଧ ସହ ଅନେକ ମାଓ ପୋଷ୍ଟର ଜବତ ହୋଇଛି। ଟପ୍ ମାଓ ନେତା ସୁରେସ ଓରଫ ସୁରାନା ଏହି ମାଓ ଶିବିରରୁ ଖସି ପଳାଇଥିବା ମାଲକାନଗିରି ଏସ.ପି କହିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

23 Sep 2021 By The Sakala

ମାଲକାନଗିରିରେ ଠାବ ହେଲା ମାଓ ଶିବିର: ଦୁଇ ଘଣ୍ଟାରୁ ଅଧିକ ସମୟ ଗୁଳିବିନିମୟ ପରେ ଛତ୍ରଭଙ୍ଗ ଦେଲେ ମାଓବାଦୀ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରିରେ ମାଓବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏସ.ଓ .ଜି, ଡି.ଭି.ଏଫ ଓ ବି.ଏସ .ଏଫ ବାହିନିର ମିଳିତ କମ୍ବିଂ ଅପରେସନ ବେଳେ ମାଓ ଶିବିର ଠାବ ହୋଇଛି।ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହଡ ଉପରେ ଥିବା କିରିମିଟି ଗାଁ ନିକଟରେ ନକ୍ସଲ ମାନେ ଏକ କ୍ୟାମ୍ପ କରି ରହିଥିବା ବେଳେ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ଯବାନଙ୍କ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ସୁରକ୍ଷା କର୍ମୀ ଆସିବା ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳିଚାଳନା କରିଥିଲେ ପରେ ଯବାନ ମାନେ ଏହାର ପାଲଟା ଜବାବ ଦେଇଛନ୍ତି।

ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ହେବ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳ ଛାଡି ପଳାଇଛନ୍ତି। ପରେ ଯବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ସେଠାରୁ ଅନେକ ବିସ୍ପୋରକ ସାମଗ୍ରୀ, ଅଫୁଟା ଗୁଳି, ଲ୍ୟାଣ୍ଡ ମାଇନ, ଡିଟୋନିଟର, ୱାକି ଟକି ,ନକ୍ସଲ କିଟ ବ୍ୟାଗ, ପୋଷାକ ଓ ଔଷଧ ସହ ଅନେକ ମାଓ ପୋଷ୍ଟର ଜବତ ହୋଇଛି। ଟପ୍ ମାଓ ନେତା ସୁରେସ ଓରଫ ସୁରାନା ଏହି ମାଓ ଶିବିରରୁ ଖସି ପଳାଇଥିବା ମାଲକାନଗିରି ଏସ.ପି କହିଛନ୍ତି।

https://www.thesakala.in/latest-odisha-news/malkangiri/mao-camp-in-malkangir/article-5586
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର