ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ବାଇକ୍ ଆରୋହୀ ମୃତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ଆରୋହୀ ମୁହାଁ ମୁହିଁ ଧକ୍କା  ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯୁବକ ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ ଏମ.ଭି. ୯୩ ଓ କାଦୁଆଗୁଡାର ବୋଲି ଜଣାପଡିଛି । ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ […]

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ଆରୋହୀ ମୁହାଁ ମୁହିଁ ଧକ୍କା  ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯୁବକ ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ ଏମ.ଭି. ୯୩ ଓ କାଦୁଆଗୁଡାର ବୋଲି ଜଣାପଡିଛି । ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

13 Feb 2022 By The Sakala

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ବାଇକ୍ ଆରୋହୀ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ଆରୋହୀ ମୁହାଁ ମୁହିଁ ଧକ୍କା  ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯୁବକ ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ ଏମ.ଭି. ୯୩ ଓ କାଦୁଆଗୁଡାର ବୋଲି ଜଣାପଡିଛି । ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଛି ।

https://www.thesakala.in/latest-odisha-news/malkangiri/bike-accident-in-malkangiri-2-death/article-9228
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର