ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ଆରୋହୀ ମୁହାଁ ମୁହିଁ ଧକ୍କା ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯୁବକ ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ ଏମ.ଭି. ୯୩ ଓ କାଦୁଆଗୁଡାର ବୋଲି ଜଣାପଡିଛି । ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଛି ।
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ବାଇକ୍ ଆରୋହୀ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ନାୟକଗୁଡା ଗାଁରେ ଦୁଇ ବାଇକ ଆରୋହୀ ମୁହାଁ ମୁହିଁ ଧକ୍କା ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯୁବକ ପାଣ୍ଡ୍ରିପାଣି ପଞ୍ଚାୟତ ଅନ୍ତର୍ଗତ ଏମ.ଭି. ୯୩ ଓ କାଦୁଆଗୁଡାର ବୋଲି ଜଣାପଡିଛି । ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ […]