ସ୍ୱାଭିମାନ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

The Sakala Picture
Published On

ମାଲକାନଗିରି: ବିକାଶ ପଥେ ସ୍ୱାଭିମାନ ଅଞ୍ଚଳ। ଜାରି ରହିଛି ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ନିମନ୍ତେ ମେଗା ପ୍ରକଳ୍ପ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଗସ୍ତରେ ଯାଇ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସ୍ୱାଭିମାନ ଅଞ୍ଚଳର ବଡ଼ପଡ଼ ଜାନବାଇ ହାନ୍ତାଳଗୁଡ଼ା, ଲୁଚାପାଣି ଆଦି ସ୍ଥାନ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ, ଉଠା ଜଳସେଚନ, […]

ମାଲକାନଗିରି: ବିକାଶ ପଥେ ସ୍ୱାଭିମାନ ଅଞ୍ଚଳ। ଜାରି ରହିଛି ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ନିମନ୍ତେ ମେଗା ପ୍ରକଳ୍ପ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଗସ୍ତରେ ଯାଇ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସ୍ୱାଭିମାନ ଅଞ୍ଚଳର ବଡ଼ପଡ଼ ଜାନବାଇ ହାନ୍ତାଳଗୁଡ଼ା, ଲୁଚାପାଣି ଆଦି ସ୍ଥାନ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ, ଉଠା ଜଳସେଚନ, ଗମନାଗମନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ।

ସେତୁ ଯୋଜନା ଅନ୍ତର୍ଗତ କାର୍ଯ୍ଯ ଜାରି ରହିଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ପାନୀୟ ଜଳ ଯୋଗାଣ, ଉଠାଜଳ ସେଚନ ସହ ୩୩ କେଭି ବିଜୁଳି ଯୋଗାଣ ଦ୍ୱାରା ସ୍ୱାଭିମାନ ଅଞ୍ଚଳରେ ଭୋଲଟେଜ୍ ସମସ୍ୟା ଦୂର ହେବ । ଏହା ସହ ଆରଡି ଓ ପିଡବ୍ଲୁଡି ବିଭାଗ ଦ୍ଵାରା ରାସ୍ତା ନିର୍ମାଣ କାର୍ଯ୍ଯ ଚାଲିଛି । ଭିତ୍ତିଭୂମି ଓ ଜୀବିକା ଉପରେ ଆଉ କିଛି କାମ କରିବାର ଅଛି ବୋଲି କହିଛନ୍ତି ସୁରେଶ ମହାପାତ୍ର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର