ମାଲକାନଗିରିରେ ଲଗାଣ ବର୍ଷା: ଜାତୀୟ ରାଜପଥ ଉପରେ ଜଳ ପ୍ରବାହ, ଯାତାୟତ ବାଧାପ୍ରାପ୍ତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ କାଙ୍କୁରୁକୋଣ୍ଡା ଓ କନ୍ୟାଶ୍ରମ ପୋଲ ବୁଡିଯାଇଛି। ପୋଲ ଉପରେ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ସେଠାରେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ […]

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ କାଙ୍କୁରୁକୋଣ୍ଡା ଓ କନ୍ୟାଶ୍ରମ ପୋଲ ବୁଡିଯାଇଛି। ପୋଲ ଉପରେ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ସେଠାରେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି ।

15 Aug 2021 By The Sakala

ମାଲକାନଗିରିରେ ଲଗାଣ ବର୍ଷା: ଜାତୀୟ ରାଜପଥ ଉପରେ ଜଳ ପ୍ରବାହ, ଯାତାୟତ ବାଧାପ୍ରାପ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ କାଙ୍କୁରୁକୋଣ୍ଡା ଓ କନ୍ୟାଶ୍ରମ ପୋଲ ବୁଡିଯାଇଛି। ପୋଲ ଉପରେ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ସେଠାରେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର