କାଲିମେଳା-ଲଗାଣ ବର୍ଷା: ବୁଡ଼ିଲା ଏମ୍.ଭି-୯୬ ପୋଲ, ଯାତାୟାତ ଠପ୍

କାଲିମେଳା: କାଲିମେଳା-ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ପୋଲ। ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛୁ। ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଗାଡ଼ି ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ହେଉଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି। ଅନ୍ୟପଟେ, ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। […]

କାଲିମେଳା: କାଲିମେଳା-ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ପୋଲ। ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛୁ। ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଗାଡ଼ି ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ହେଉଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି।

ଅନ୍ୟପଟେ, ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

About The Author: The Sakala