ତୁଳସୀ ପାହାଡ଼ରେ ପୁଣି ଯବାନ ଓ ମାଓବାଦୀଙ୍କ ମଧ୍ଯରେ ଗୁଳିବିନିମୟ

The Sakala Picture
Published On

ମାଲକାନଗିରି: ତୁଳସୀ ପାହାଡ଼ରେ ପୁଣି ଗୁଳିବିନିମୟ । କମ୍ବିଂ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷା ବାହିନୀ । ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ । ଗୁଳି ବିନିମୟରେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଡିଭିଏଫ ଓ ଏସଓଜି ଟିମ୍ ଅପରେସନରେ ସାମିଲ ହୋଇଛନ୍ତି । ଦୁଇ ଦିନ ପୂର୍ବରୁ ମାଲକାନଗିରି ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିଲେ । ସେପଟୋ […]

ମାଲକାନଗିରି: ତୁଳସୀ ପାହାଡ଼ରେ ପୁଣି ଗୁଳିବିନିମୟ । କମ୍ବିଂ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷା ବାହିନୀ । ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ । ଗୁଳି ବିନିମୟରେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଡିଭିଏଫ ଓ ଏସଓଜି ଟିମ୍ ଅପରେସନରେ ସାମିଲ ହୋଇଛନ୍ତି । ଦୁଇ ଦିନ ପୂର୍ବରୁ ମାଲକାନଗିରି ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସେପଟୋ ପୁଲିସର କଡ଼ା ପ୍ରହରା ମାଓମୁକାବିଲା ଋଣନିତୀ ଦିନକୁ ଦିନ ସଫଳ ହେବାରେ ଲାଗିଛି । ନିକଟରେ ମାଓବାଦୀଙ୍କ ଦୁର୍ଗ ଭୁସୁଡ଼ାଇବାରେ ସଫଳ ହେବାରେ ଲାଗିଛି ପୋଲିସ । ମାଓ ଗତିବିଧି ଉପରେ ନଜର ରଖିବା ସହ ଅନେକ ଉପାନ୍ତ ଅଞ୍ଚଳରେ ମାଓବାଦୀଙ୍କୁ ନିପାତ କରିବାରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ । ତେବେ ଏବେ ମଧ୍ୟ ତୁଳସୀ ପାହାଡ଼ରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

15 Oct 2021 By The Sakala

ତୁଳସୀ ପାହାଡ଼ରେ ପୁଣି ଯବାନ ଓ ମାଓବାଦୀଙ୍କ ମଧ୍ଯରେ ଗୁଳିବିନିମୟ

ମାଲକାନଗିରି: ତୁଳସୀ ପାହାଡ଼ରେ ପୁଣି ଗୁଳିବିନିମୟ । କମ୍ବିଂ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷା ବାହିନୀ । ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ । ଗୁଳି ବିନିମୟରେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଡିଭିଏଫ ଓ ଏସଓଜି ଟିମ୍ ଅପରେସନରେ ସାମିଲ ହୋଇଛନ୍ତି । ଦୁଇ ଦିନ ପୂର୍ବରୁ ମାଲକାନଗିରି ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିଲେ ।

ସେପଟୋ ପୁଲିସର କଡ଼ା ପ୍ରହରା ମାଓମୁକାବିଲା ଋଣନିତୀ ଦିନକୁ ଦିନ ସଫଳ ହେବାରେ ଲାଗିଛି । ନିକଟରେ ମାଓବାଦୀଙ୍କ ଦୁର୍ଗ ଭୁସୁଡ଼ାଇବାରେ ସଫଳ ହେବାରେ ଲାଗିଛି ପୋଲିସ । ମାଓ ଗତିବିଧି ଉପରେ ନଜର ରଖିବା ସହ ଅନେକ ଉପାନ୍ତ ଅଞ୍ଚଳରେ ମାଓବାଦୀଙ୍କୁ ନିପାତ କରିବାରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ । ତେବେ ଏବେ ମଧ୍ୟ ତୁଳସୀ ପାହାଡ଼ରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟ ଜାରି ରହିଛି ।

https://www.thesakala.in/latest-odisha-news/malkangiri/jawan-maoist-face/article-6119
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର