ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଭାରସାମ୍ଯ ହରାଇ ଓଲଟିଲା ଯାତ୍ରୀବାହୀ ବସ୍: ୫ମୃତ, ୬ରୁ ଅଧିକ ଗୁରୁତର ଆହତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଏକ ଯାତ୍ରୀବାହୀ ବସଟି ଓଲଟି ପଡ଼ିଥିବା ଜଣାପଡିଛ। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ଯୁ ଘଟିଥିବ ବେଳେ ୬ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହି ବସରେ ୩୦ରୁ ଅଧିକ ଜଣ ଯାତ୍ରୀଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ବିଜୟୱାଡାରୁ ଯାତ୍ରୀଙ୍କୁ ନେଇ ଭବାନୀପାଟଣାକୁ ଆସୁଥିବାବେଳେ ଭାରସାମ୍ଯ ହରାଇ ଦୁର୍ଘଟଣା ହୋଇଛି । ତେବେ ସମସ୍ତ ମୃତକ […]

ମାଲକାନଗିରି: ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଏକ ଯାତ୍ରୀବାହୀ ବସଟି ଓଲଟି ପଡ଼ିଥିବା ଜଣାପଡିଛ। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ଯୁ ଘଟିଥିବ ବେଳେ ୬ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହି ବସରେ ୩୦ରୁ ଅଧିକ ଜଣ ଯାତ୍ରୀଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ବିଜୟୱାଡାରୁ ଯାତ୍ରୀଙ୍କୁ ନେଇ ଭବାନୀପାଟଣାକୁ ଆସୁଥିବାବେଳେ ଭାରସାମ୍ଯ ହରାଇ ଦୁର୍ଘଟଣା ହୋଇଛି । ତେବେ ସମସ୍ତ ମୃତକ ଓଡ଼ିଶାର ହୋଇଥିବାବେଳେ ଉଦ୍ଧାର କାର୍ଯ୍ଯ ଜାରି ରହିଛି ।

13 Jun 2022 By The Sakala

ଭାରସାମ୍ଯ ହରାଇ ଓଲଟିଲା ଯାତ୍ରୀବାହୀ ବସ୍: ୫ମୃତ, ୬ରୁ ଅଧିକ ଗୁରୁତର ଆହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଏକ ଯାତ୍ରୀବାହୀ ବସଟି ଓଲଟି ପଡ଼ିଥିବା ଜଣାପଡିଛ। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ଯୁ ଘଟିଥିବ ବେଳେ ୬ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହି ବସରେ ୩୦ରୁ ଅଧିକ ଜଣ ଯାତ୍ରୀଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ବିଜୟୱାଡାରୁ ଯାତ୍ରୀଙ୍କୁ ନେଇ ଭବାନୀପାଟଣାକୁ ଆସୁଥିବାବେଳେ ଭାରସାମ୍ଯ ହରାଇ ଦୁର୍ଘଟଣା ହୋଇଛି । ତେବେ ସମସ୍ତ ମୃତକ ଓଡ଼ିଶାର ହୋଇଥିବାବେଳେ ଉଦ୍ଧାର କାର୍ଯ୍ଯ ଜାରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର