ମମିତାଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା ସହାୟତା ରାଶି, ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ମମିତା ମେହେରଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ମଞ୍ଜୁର କରାଯାଇଛି । ବଲାଙ୍ଗୀର ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ସହାୟତା ରାଶି ଯୋଗାଇଦେବା ପାଇଁ ଆବେଦନ କରିଥିଲେ ମମିତାଙ୍କ ଭାଇ ବଣ୍ଟି ମେହେର । ବଣ୍ଟିଙ୍କ ଆବେଦନକୁ ବିଚାରକୁ ନିଆଯାଇ ସହାୟତା ରାଶି ରୂପେ ଟଙ୍କା ମଞ୍ଜୁର କରାଯାଇଛି । ପ୍ରାଧିକରଣର ଏହି ପଦକ୍ଷେପକୁ ସ୍ଥାନୀୟ ବାସିନ୍ଦା ସ୍ୱାଗତ କରିଛନ୍ତି । ପିଡୀତା ସହାୟତା ରାଶି ପାଇଁ […]

ଭୁବନେଶ୍ବର: ମମିତା ମେହେରଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ମଞ୍ଜୁର କରାଯାଇଛି । ବଲାଙ୍ଗୀର ଜିଳ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ସହାୟତା ରାଶି ଯୋଗାଇଦେବା ପାଇଁ ଆବେଦନ କରିଥିଲେ ମମିତାଙ୍କ ଭାଇ ବଣ୍ଟି ମେହେର । ବଣ୍ଟିଙ୍କ ଆବେଦନକୁ ବିଚାରକୁ ନିଆଯାଇ ସହାୟତା ରାଶି ରୂପେ ଟଙ୍କା ମଞ୍ଜୁର କରାଯାଇଛି । ପ୍ରାଧିକରଣର ଏହି ପଦକ୍ଷେପକୁ ସ୍ଥାନୀୟ ବାସିନ୍ଦା ସ୍ୱାଗତ କରିଛନ୍ତି । ପିଡୀତା ସହାୟତା ରାଶି ପାଇଁ ୨୬ଟି ଆବେଦନ ହୋଇଥିବା ବେଳେ ୨୩ଟି ଆବେଦନକୁ ଗ୍ରହଣ କରିଥିଲା କମିଟି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର