ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ବିଭତ୍ସ ହତ୍ୟା ! ଧାନ କିଆରୀରୁ ମୃତଦେହ ଉଦ୍ଧାର

Madhusudan Das Picture
Published On

ମୁନିଗୁଡ଼ା: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କ ମୁଣ୍ଡକୁ ଛେଚି ଅତି ନିର୍ମମ ଭାବେ ହତ୍ୟା । ଧାନ କିଆରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ରାୟଗଡା ଜିଲ୍ଲା ଅମ୍ବାଦଳା ଶରଧାପୁର ପଞ୍ଚାୟତ ଷୁଣ୍ଢିପଦର ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ । ମୃତକ ଜଣଙ୍କ ହେଲେ ସେହି ଗ୍ରାମର ଚିଚି ରାମ ବାଗ (୮୧ ବର୍ଷ ) । ଗତ ରାତିରେ କେହି ଦୁର୍ବୃତ୍ତ ବୃଦ୍ଧଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ପୂର୍ବରୁ ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କ ସହ ଗଣ୍ଡଗୋଳ ହୋଇଥିବା ଜଣାପଡିଛି । 

ଆହୁରି ପଢ଼ନ୍ତୁ: ରାଜ୍ୟରେ କମୁଛି ଶୀତର ପ୍ରଭାବ, ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ରାତି ତାପମାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp