ଓଡ଼ିଶାରେ ୮ଟି ଜିଲ୍ଲାରେ ହଲମାର୍କ ସୁନା ବିକ୍ରି ବାଧ୍ୟତାମୂଳକ

The Sakala Picture
Published On

ଭୁବନେଶ୍ୱର: ଏଣିକି ଦୋକାନୀ ବିକିବେ କେବଳ ହଲମାର୍କ ସୁନା । ଓଡ଼ିଶାରେ ୮ଟି ଜିଲ୍ଲାରେ ହଲମାର୍କ ସୁନା ବିକ୍ରିକୁ ବାଧ୍ୟତାମୂଳକ କରିଛନ୍ତି ସରକାର । ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ସମ୍ବଲପୁର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। Jewellers will be allowed to sell only 14, 18 and […]

ଭୁବନେଶ୍ୱର: ଏଣିକି ଦୋକାନୀ ବିକିବେ କେବଳ ହଲମାର୍କ ସୁନା । ଓଡ଼ିଶାରେ ୮ଟି ଜିଲ୍ଲାରେ ହଲମାର୍କ ସୁନା ବିକ୍ରିକୁ ବାଧ୍ୟତାମୂଳକ କରିଛନ୍ତି ସରକାର । ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ସମ୍ବଲପୁର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

ହଲମାର୍କ ସୁନା ବିକ୍ରିକୁ କେନ୍ଦ୍ର ସରକାର ବାଧ୍ୟତାମୂଳକ କରିଛନ୍ତି । କେବଳ ୧୪, ୧୮ଓ ୨୨ କ୍ୟାରେଟ ସୁନା ବିକ୍ରି କରିପାରିବେ ଦୋକାନୀ । ୨୦, ୨୩ ଓ ୨୪ କ୍ୟାରେଟ ସୁନା ମଧ୍ୟ ବିକି ପାରିବେ । ତେଣୁ ହଲମାର୍କ ସୁନା ଦେଖି କିଣିବା ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗ୍ରାହକଙ୍କୁ ପରାମର୍ଶ ଦେଇଛନ୍ତି ।

29 Jun 2021 By The Sakala

ଓଡ଼ିଶାରେ ୮ଟି ଜିଲ୍ଲାରେ ହଲମାର୍କ ସୁନା ବିକ୍ରି ବାଧ୍ୟତାମୂଳକ

ଭୁବନେଶ୍ୱର: ଏଣିକି ଦୋକାନୀ ବିକିବେ କେବଳ ହଲମାର୍କ ସୁନା । ଓଡ଼ିଶାରେ ୮ଟି ଜିଲ୍ଲାରେ ହଲମାର୍କ ସୁନା ବିକ୍ରିକୁ ବାଧ୍ୟତାମୂଳକ କରିଛନ୍ତି ସରକାର । ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ସମ୍ବଲପୁର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

ହଲମାର୍କ ସୁନା ବିକ୍ରିକୁ କେନ୍ଦ୍ର ସରକାର ବାଧ୍ୟତାମୂଳକ କରିଛନ୍ତି । କେବଳ ୧୪, ୧୮ଓ ୨୨ କ୍ୟାରେଟ ସୁନା ବିକ୍ରି କରିପାରିବେ ଦୋକାନୀ । ୨୦, ୨୩ ଓ ୨୪ କ୍ୟାରେଟ ସୁନା ମଧ୍ୟ ବିକି ପାରିବେ । ତେଣୁ ହଲମାର୍କ ସୁନା ଦେଖି କିଣିବା ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗ୍ରାହକଙ୍କୁ ପରାମର୍ଶ ଦେଇଛନ୍ତି ।

https://www.thesakala.in/latest-odisha-news/mandatory-hallmarking-has-been-implemented-in-8-districts-of-odisha/article-3325
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର