ମନମୋହନ ସାମଲ ପୁଣି ବିଜେପି ରାଜ୍ୟ ସଭାପତି, ବିଧିବଦ୍ଧ ଭାବେ ହେଲା ଘୋଷଣା…

The Sakala Picture
Published On

ଭୁବନେଶ୍ବର: ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି। ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ। ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା କରାଯାଇଛି। ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ। ଚତୁର୍ଥ ଥର ପାଇଁ ସେ ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ,  ପୂର୍ବରୁ ମନମୋହନ ୩ଥର ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇ ସାରିଛନ୍ତି। ପ୍ରଥମେ ୧୯୯୯ରୁ ୨୦୦୦ ଓ ପରେ ୨୦୦୧ […]

ଭୁବନେଶ୍ବର: ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି। ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ। ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା କରାଯାଇଛି। ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ। ଚତୁର୍ଥ ଥର ପାଇଁ ସେ ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ସୂଚନାଯୋଗ୍ୟ ଯେ,  ପୂର୍ବରୁ ମନମୋହନ ୩ଥର ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇ ସାରିଛନ୍ତି। ପ୍ରଥମେ ୧୯୯୯ରୁ ୨୦୦୦ ଓ ପରେ ୨୦୦୧ ରୁ ୨୦୦୪ ପର୍ଯ୍ୟନ୍ତ ସଭାପତି ରହିଥିଲେ। ପରେ ୨୦୨୩ ମସିହାରେ ସେ ତୃତୀୟ ଥର ପାଇଁ ସଭାପତି ଦାୟିତ୍ୱ ତୁଲାଇଥିବା ବେଳେ ଚତୁର୍ଥ ଥର ସଭାପତି ଭାବେ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ଶ୍ରୀ ସାମଲ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ରହିଥିଲେ। ୨୦୦୪ରେ ସେ ସାଂସଦ ପଦରୁ ଇସ୍ତଫା ଦେଇ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେପି – ବିଜେଡି ମେଣ୍ଟ ସରକାରରେ ଗୁରୁତପୁର୍ଣ୍ଣ ରାଜସ୍ୱ ବିଭାଗର ମନ୍ତ୍ରୀ ଥିଲେ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

08 Jul 2025 By The Sakala

ମନମୋହନ ସାମଲ ପୁଣି ବିଜେପି ରାଜ୍ୟ ସଭାପତି, ବିଧିବଦ୍ଧ ଭାବେ ହେଲା ଘୋଷଣା…

ଭୁବନେଶ୍ବର: ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି। ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ। ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା କରାଯାଇଛି। ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ। ଚତୁର୍ଥ ଥର ପାଇଁ ସେ ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ,  ପୂର୍ବରୁ ମନମୋହନ ୩ଥର ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇ ସାରିଛନ୍ତି। ପ୍ରଥମେ ୧୯୯୯ରୁ ୨୦୦୦ ଓ ପରେ ୨୦୦୧ ରୁ ୨୦୦୪ ପର୍ଯ୍ୟନ୍ତ ସଭାପତି ରହିଥିଲେ। ପରେ ୨୦୨୩ ମସିହାରେ ସେ ତୃତୀୟ ଥର ପାଇଁ ସଭାପତି ଦାୟିତ୍ୱ ତୁଲାଇଥିବା ବେଳେ ଚତୁର୍ଥ ଥର ସଭାପତି ଭାବେ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ଶ୍ରୀ ସାମଲ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ରହିଥିଲେ। ୨୦୦୪ରେ ସେ ସାଂସଦ ପଦରୁ ଇସ୍ତଫା ଦେଇ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେପି – ବିଜେଡି ମେଣ୍ଟ ସରକାରରେ ଗୁରୁତପୁର୍ଣ୍ଣ ରାଜସ୍ୱ ବିଭାଗର ମନ୍ତ୍ରୀ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର