ପୋଲିସ ଇନଫର୍ମର ସନ୍ଦେହରେ ଘରେ ପଶି ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କଲେ ମାଓବାଦୀ

The Sakala Picture
Published On

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ଏପରି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ମୃତକ କେଶମୁଣ୍ଡି ହେଲେ ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ । […]

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ଏପରି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ମୃତକ କେଶମୁଣ୍ଡି ହେଲେ ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ କାର୍ଯ୍ୟକଳାପ କରୁଥିବାରୁ ତାକୁ ପ୍ରଜା କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

27 Jan 2025 By The Sakala

ପୋଲିସ ଇନଫର୍ମର ସନ୍ଦେହରେ ଘରେ ପଶି ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ଏପରି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ କୁରାଢିରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ମୃତକ କେଶମୁଣ୍ଡି ହେଲେ ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ତେବେ ସତରେ ମୃତ ଯୁବକ ପୁଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ମିଳି ନାହିଁ ।

ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ କାର୍ଯ୍ୟକଳାପ କରୁଥିବାରୁ ତାକୁ ପ୍ରଜା କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର