ମାର୍ଚ୍ଚ ୧୦ରୁ ଦଶମ ପରୀକ୍ଷା: କପି ରୋକିବା ପାଇଁ ସେଣ୍ଟର ଗୁଡ଼ିକୁ ଅଚାନକ ଗସ୍ତ କରିବେ ସ୍ୱତନ୍ତ୍ର ସ୍କ୍ୱାର୍ଡ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ଯେତେ ସମ୍ଭବ ସିସିଟିଭି ଲଗାଇବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି । ହବ୍‌କୁ ପରୀକ୍ଷା ସେଣ୍ଟର […]

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ଯେତେ ସମ୍ଭବ ସିସିଟିଭି ଲଗାଇବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି । ହବ୍‌କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

06 Mar 2023 By The Sakala

ମାର୍ଚ୍ଚ ୧୦ରୁ ଦଶମ ପରୀକ୍ଷା: କପି ରୋକିବା ପାଇଁ ସେଣ୍ଟର ଗୁଡ଼ିକୁ ଅଚାନକ ଗସ୍ତ କରିବେ ସ୍ୱତନ୍ତ୍ର ସ୍କ୍ୱାର୍ଡ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ଯେତେ ସମ୍ଭବ ସିସିଟିଭି ଲଗାଇବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି । ହବ୍‌କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର