ଭୁବନେଶ୍ବର ବିମାନବନ୍ଦରରୁ ୭ କୋଟି ଟଙ୍କାର ମାରିଜୁଆନା ଜବତ କଲା କଷ୍ଟମ ବିଭାଗ

The Sakala Picture
Published On

ଭୁବେନଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ୭ କୋଟି ଟଙ୍କାର ମାରିଜୁଆନା ଜବତ । କଷ୍ଟମ ବିଭାଗ ଦ୍ଵାରା ଜବତ ହୋଇଛି ଏହି ମାରିଜୁଆନା । ଜବତ ମାରିଜୁଆନାର ମୂଲ୍ୟ ୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ବ୍ୟାଙ୍କକରୁ ଆସୁଥିଲା ଏହି ମାରିଜୁଆନା। ଏହି ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ ଏୟାର ଇଣ୍ଟେଲିଜେନ୍ସ ଟିମ । ପୂର୍ବରୁ ପ୍ରାୟ ୧୫ ଦିନ ଭିତରେ ପାଖାପାଖି ୧୫ କୋଟି ଟଙ୍କାର ମାରିଜୁଆନା […]

ଭୁବେନଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ୭ କୋଟି ଟଙ୍କାର ମାରିଜୁଆନା ଜବତ । କଷ୍ଟମ ବିଭାଗ ଦ୍ଵାରା ଜବତ ହୋଇଛି ଏହି ମାରିଜୁଆନା । ଜବତ ମାରିଜୁଆନାର ମୂଲ୍ୟ ୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ବ୍ୟାଙ୍କକରୁ ଆସୁଥିଲା ଏହି ମାରିଜୁଆନା। ଏହି ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ ଏୟାର ଇଣ୍ଟେଲିଜେନ୍ସ ଟିମ ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ପୂର୍ବରୁ ପ୍ରାୟ ୧୫ ଦିନ ଭିତରେ ପାଖାପାଖି ୧୫ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ ଓ କ୍ବାଲାଲମପୁରରୁ ପୂର୍ବରୁ ଆସୁଥିଲା ଏହି ଦାମୀ ନିଶା । ପୂର୍ବରୁ ୨ ଜଣ ମହିଳା ଓ ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ବିମାନବନ୍ଦର ବର୍ତ୍ତମାନ ନିଶା କାରବାରର ଗେଟ ୱେ ପାଲଟିଥିବା ଚର୍ଚ୍ଚା ଜୋର ଧରିଛି । ସେପଟେ ଏସବୁର ମାଷ୍ଟରମାଇଣ୍ଡ ଓ ଇଣ୍ଟର ନ୍ୟାସନ୍ୟାଲ ଲିଙ୍କ ନେଇ ଖୋଲତାଡ଼ ଚଳାଇଛି କଷ୍ଟମ ବିଭାଗ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର