ଘରୋଇ ଇଞ୍ଜିନିୟରିଂ ‘ଜିଆଇଇଟି’ ବିଶ୍ୱବିଦ୍ୟାଳୟରେ ବଡ଼ଧରଣର ଅଗ୍ନିକାଣ୍ଡ
ଗୁଣପୁର: ଘରୋଇ ଇଞ୍ଜିନିୟରିଂ ‘ଜିଆଇଇଟି’ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଘରୋଇ ଇଞ୍ଜିନିୟରିଂ କମ୍ପ୍ୟୁଟର ଲ୍ୟାବରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।