ବଦଳିବ ଭୁବନେଶ୍ବରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ର ନାଁ, ନଗର ଉନ୍ନୟନ ମନ୍ତ୍ରୀ କହିଲେ…..
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ ଛକର ନାଁ ପରିବର୍ତ୍ତନ କରାଯିବ। ଏନେଇ ସରକାର ବିଚାରେ ବିମର୍ଶ କରୁଥିବା ଜଣାପଡିଛି। ଶନିବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି “ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ । ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ । ଏନେଇ ବିଚାର ବିମର୍ଶ ଚାଲିଛି ।” ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ […]
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ ଛକର ନାଁ ପରିବର୍ତ୍ତନ କରାଯିବ। ଏନେଇ ସରକାର ବିଚାରେ ବିମର୍ଶ କରୁଥିବା ଜଣାପଡିଛି। ଶନିବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି “ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ । ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ । ଏନେଇ ବିଚାର ବିମର୍ଶ ଚାଲିଛି ।” ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ ନାଁରେ ନାମିତ କରାଯାଇପାରେ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।