ବାରବାଟୀରେ ମ୍ୟାଚ୍ ଚାଲିଥିବାବେଳେ ବନ୍ଦ ହେଲା ଫ୍ଲଡ ଲାଇଟ୍, ଅଟକିଲା ଭାରତ-ଇଂଲଣ୍ଡ ମ୍ୟାଚ୍

The Sakala Picture
Published On

କଟକ: ବାରବାଟୀରେ ମ୍ୟାଚ୍ ଚାଲିଥିବାବେଳେ ବନ୍ଦ ହେଲା ଫ୍ଲଡ ଲାଇଟ୍ । ଯେଉଁଥିପାଇଁ ଅଟକିଲା ଭାରତ-ଇଂଲଣ୍ଡ ମ୍ୟାଚ୍ । ଆଜି କଟକ ବାରବାଟୀରେ ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆ ମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍ । ଫଳରେ ବହୁ ସମୟ ଧରି ଅଟକି ରହିଛି ମ୍ୟାଚ୍ । ଭାରତରର ବ୍ୟାଟିଂ ଜାରି ରହିଥିବା ବେଳେ ଏପରି ଅଘଟଣ ଯୋଗୁଁ ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଭାରତ ସାମ୍ନାରେ ୩୦୫ ରନର ଟାର୍ଗେଟ୍ […]

କଟକ: ବାରବାଟୀରେ ମ୍ୟାଚ୍ ଚାଲିଥିବାବେଳେ ବନ୍ଦ ହେଲା ଫ୍ଲଡ ଲାଇଟ୍ । ଯେଉଁଥିପାଇଁ ଅଟକିଲା ଭାରତ-ଇଂଲଣ୍ଡ ମ୍ୟାଚ୍ । ଆଜି କଟକ ବାରବାଟୀରେ ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆ ମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍ । ଫଳରେ ବହୁ ସମୟ ଧରି ଅଟକି ରହିଛି ମ୍ୟାଚ୍ । ଭାରତରର ବ୍ୟାଟିଂ ଜାରି ରହିଥିବା ବେଳେ ଏପରି ଅଘଟଣ ଯୋଗୁଁ ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଭାରତ ସାମ୍ନାରେ ୩୦୫ ରନର ଟାର୍ଗେଟ୍ ରଖିଛି ଇଂଲଣ୍ଡ । ନିର୍ଦ୍ଧାରିତ ୫୦ ଓଭରର ଗୋଟିଏ ବଲ ବାକିଥାଇ ସମସ୍ତ ୱିକେଟ୍ ହରାଇ ୩୦୪ ରନ୍ କରିଛି ଇଂଲଣ୍ଡ। ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ। ଆରମ୍ଭରୁ ଆକ୍ରମଣାତ୍ମକ ବ୍ୟାଟିଂ ରଖିଥିଲେ ଭାରତୀୟ ଖେଳାଳି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର