ମେ' ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ

Madhusudan Das Picture
Published On

ଭୁବନେଶ୍ୱର: ମେ' ମାସରେ ମାଟ୍ରିକ୍ ରେଜଲ୍ଟ । ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ । ସେ କହିଛନ୍ତି କି, ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ଅନ୍ଲାଇନରେ ସାର୍ଟିଫିକେଟ୍ ମିଳିବ । ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ । ଅନ୍ୟପଟେ ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତି ମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । 

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର