ଆସନ୍ତା ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ , ଅପରାହ୍ନ ୪ଟା ସୁଦ୍ଧା ମିଳିବ ଡିଜିଟାଲ ସାର୍ଟିଫିକେଟ୍‌

The Sakala Picture
Published On

ଭୁବନେଶ୍ବର: ମାଟ୍ରିକ ଫଳାଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍‌ରେ ରେଜଲ୍ଟ ମିଳିବ। ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଏ ନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ […]

ଭୁବନେଶ୍ବର: ମାଟ୍ରିକ ଫଳାଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍‌ରେ ରେଜଲ୍ଟ ମିଳିବ। ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଏ ନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଖବର ଅନୁଯାୟୀ, ଚଳିତବର୍ଷ ସାରା ରାଜ୍ୟରେ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

 

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର