ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’

The Sakala Picture
Published On

ଭୁବନେଶ୍ୱର: ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’। ଆସନ୍ତାକାଲି ପୂର୍ବାହ୍ନ ୧୧ଟା ସମୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ‘ମାଟ୍ରିକ୍‍ ଉତ୍କର୍ଷ ସମ୍ମାନ ୨୦୨୨’ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଉପକୂଳବର୍ତ୍ତୀ ୧୬ ଜିଲ୍ଲାର ଶ୍ରେଷ୍ଠ ୩ଜଣ ଲେଖାଏଁ ମୋଟ ୬୩ଜଣ କୃତୀ ଛାତ୍ରଛାତ୍ରୀ ଓ ସମ୍ପୃକ୍ତ ଜିଲ୍ଲାର କିଛି ଆଦର୍ଶ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, […]

ଭୁବନେଶ୍ୱର: ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’। ଆସନ୍ତାକାଲି ପୂର୍ବାହ୍ନ ୧୧ଟା ସମୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ‘ମାଟ୍ରିକ୍‍ ଉତ୍କର୍ଷ ସମ୍ମାନ ୨୦୨୨’ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଉପକୂଳବର୍ତ୍ତୀ ୧୬ ଜିଲ୍ଲାର ଶ୍ରେଷ୍ଠ ୩ଜଣ ଲେଖାଏଁ ମୋଟ ୬୩ଜଣ କୃତୀ ଛାତ୍ରଛାତ୍ରୀ ଓ ସମ୍ପୃକ୍ତ ଜିଲ୍ଲାର କିଛି ଆଦର୍ଶ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ ସାହୁ ଅତିଥି ରୂପେ ଯୋଗ ଦେବେ। ଅନୁରୂପ ଭାବରେ ଏହି କାର୍ଯ୍ୟକ୍ରମରେ ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ବରିଷ୍ଠ ସଦସ୍ୟମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର ପରି ସମ୍ବଲପୁରରେ ମଧ୍ୟ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯିବାକୁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

15 Jul 2022 By The Sakala

ଆଜି ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’

ଭୁବନେଶ୍ୱର: ମାଟ୍ରିକ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’। ଆସନ୍ତାକାଲି ପୂର୍ବାହ୍ନ ୧୧ଟା ସମୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ‘ମାଟ୍ରିକ୍‍ ଉତ୍କର୍ଷ ସମ୍ମାନ ୨୦୨୨’ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଉପକୂଳବର୍ତ୍ତୀ ୧୬ ଜିଲ୍ଲାର ଶ୍ରେଷ୍ଠ ୩ଜଣ ଲେଖାଏଁ ମୋଟ ୬୩ଜଣ କୃତୀ ଛାତ୍ରଛାତ୍ରୀ ଓ ସମ୍ପୃକ୍ତ ଜିଲ୍ଲାର କିଛି ଆଦର୍ଶ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ ସାହୁ ଅତିଥି ରୂପେ ଯୋଗ ଦେବେ। ଅନୁରୂପ ଭାବରେ ଏହି କାର୍ଯ୍ୟକ୍ରମରେ ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ବରିଷ୍ଠ ସଦସ୍ୟମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର ପରି ସମ୍ବଲପୁରରେ ମଧ୍ୟ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯିବାକୁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର