ମୟୁରଭଞ୍ଜ ସାଂସଦ ବିଶ୍ବେଶ୍ବର ଟୁଡୁ ଅସୁସ୍ଥ
ମୟୁରଭଞ୍ଜ : ମୟୁରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଡାକ୍ତର ଏସସିବିକୁ ସ୍ଥାନାନ୍ତର କରିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ମାରିଜୁଆନା ଜବତ
21 Apr 2021
By The Sakala
ମୟୁରଭଞ୍ଜ ସାଂସଦ ବିଶ୍ବେଶ୍ବର ଟୁଡୁ ଅସୁସ୍ଥ
ମୟୁରଭଞ୍ଜ : ମୟୁରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଡାକ୍ତର ଏସସିବିକୁ ସ୍ଥାନାନ୍ତର କରିଛନ୍ତି।
⊕ https://www.thesakala.in/latest-odisha-news/mayurbhanj-mp-biseswar-tudu-hospitalised/article-1726