ଗାଧୋଇବା ବେଳେ ବୁଡ଼ି ଗଲେ ୩ ଜଣ; ୨ ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ…

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବୁଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବାରିପଦା ପିଆରଏମ୍‌ ମେଡିକାଲକୁ ପଠାଇଛି। ମୃତକ ଦ୍ବୟ ବାରିପଦା ଭଞ୍ଜପୁର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

15 Jun 2025 By The Sakala

ଗାଧୋଇବା ବେଳେ ବୁଡ଼ି ଗଲେ ୩ ଜଣ; ୨ ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ…

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବୁଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବାରିପଦା ପିଆରଏମ୍‌ ମେଡିକାଲକୁ ପଠାଇଛି। ମୃତକ ଦ୍ବୟ ବାରିପଦା ଭଞ୍ଜପୁର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର