ସାପ କାମୁଡାରେ ନାବାଳିକା ମୃତ

The Sakala Picture
Published On

କୁଳିଅଣା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଲିଡିହା ଗ୍ରାମର ମହେଶ୍ୱର ଗିରିଙ୍କ ୯ବର୍ଷର ଝିଅ ଭାରତୀର ସାପ କାମୁଡାରେ ମୃତ୍ୟୁ ଘଟିଛି । ଭାରତୀ ବାଡିରେ ଘାସ କାଟୁଥିବା ସମୟରେ ଏକ ବିଷ ଧର ସାପ ତାଙ୍କୁ କାମୁଡିଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଉକ୍ତ ନାବାଳିକାକୁ ଚିକିତ୍ସା ପାଇଁ ବାରିପଦା ଡ଼ାକ୍ତରଖାନାକୁ ନେଇଥିଲେ । ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଏ ସମ୍ପର୍କରେ କୁଳିଅଣା ଥାନାରେ ଏକ […]

କୁଳିଅଣା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଲିଡିହା ଗ୍ରାମର ମହେଶ୍ୱର ଗିରିଙ୍କ ୯ବର୍ଷର ଝିଅ ଭାରତୀର ସାପ କାମୁଡାରେ ମୃତ୍ୟୁ ଘଟିଛି । ଭାରତୀ ବାଡିରେ ଘାସ କାଟୁଥିବା ସମୟରେ ଏକ ବିଷ ଧର ସାପ ତାଙ୍କୁ କାମୁଡିଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଉକ୍ତ ନାବାଳିକାକୁ ଚିକିତ୍ସା ପାଇଁ ବାରିପଦା ଡ଼ାକ୍ତରଖାନାକୁ ନେଇଥିଲେ । ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଏ ସମ୍ପର୍କରେ କୁଳିଅଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେବା ସହ ପୁଲିସ ଶବକୁ ବ୍ୟବଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

17 Aug 2021 By The Sakala

ସାପ କାମୁଡାରେ ନାବାଳିକା ମୃତ

କୁଳିଅଣା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଲିଡିହା ଗ୍ରାମର ମହେଶ୍ୱର ଗିରିଙ୍କ ୯ବର୍ଷର ଝିଅ ଭାରତୀର ସାପ କାମୁଡାରେ ମୃତ୍ୟୁ ଘଟିଛି । ଭାରତୀ ବାଡିରେ ଘାସ କାଟୁଥିବା ସମୟରେ ଏକ ବିଷ ଧର ସାପ ତାଙ୍କୁ କାମୁଡିଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଉକ୍ତ ନାବାଳିକାକୁ ଚିକିତ୍ସା ପାଇଁ ବାରିପଦା ଡ଼ାକ୍ତରଖାନାକୁ ନେଇଥିଲେ । ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଏ ସମ୍ପର୍କରେ କୁଳିଅଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେବା ସହ ପୁଲିସ ଶବକୁ ବ୍ୟବଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର