ମାଛ ଧରିବା ସମୟରେ ପାଟିରେ ପଶିଗଲା କଉ ମାଛ, ଚାଲିଗଲା ଯୁବକଙ୍କ ଜୀବନ

Madhusudan Das Picture
Published On

ବାରିପଦା: ମାଛ ଧରିବା ଖୁସି ଶେଷରେ ପାଲଟିଲା ମରଣଯନ୍ତା। ମାଛ ଧରିବା ସମୟରେ ଅସାବଧାନତା ଯୋଗୁଁ ପାଟିରେ ଜୀବନ୍ତ କଉ ମାଛ ପଶିଯିବାରୁ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦିଘି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ଅବିନାଶ ବିଜୁଳି। ଜୀବନ୍ତ କଉ ମାଛକୁ ଧରି ସେ ପାଟିରେ କାମୁଡ଼ି ମାରିବାକୁ ଚେଷ୍ଟା କରୁଥିବା ବେଳେ, ଅଚାନକ ମାଛଟି ତାଙ୍କ ପାଟି ଭିତରକୁ ପଶି ଯାଇଥିଲା । କଉ ମାଛ ପାଟିରେ ପଶିବାର କିଛି ସମୟ ପରେ ଯୁବକଙ୍କ ପ୍ରାଣବାୟୁ ଉଡିଯାଇଥିଲା ।

ଆହୁରି ପଢ଼ନ୍ତୁ: ସରକାର ଓ ପୁଲିସ ବିରୋଧରେ ସାଂଘାତିକ ଅଭିଯୋଗ: 'କ୍ରସ୍‌ ଭୋଟିଂ ନ କରିବାରୁ ବିଜେଡି ବିଧାୟିକାଙ୍କୁ ନିର୍ଯାତନା'

03 Apr 2026 By Madhusudan Das

ମାଛ ଧରିବା ସମୟରେ ପାଟିରେ ପଶିଗଲା କଉ ମାଛ, ଚାଲିଗଲା ଯୁବକଙ୍କ ଜୀବନ

ବାରିପଦା: ମାଛ ଧରିବା ଖୁସି ଶେଷରେ ପାଲଟିଲା ମରଣଯନ୍ତା। ମାଛ ଧରିବା ସମୟରେ ଅସାବଧାନତା ଯୋଗୁଁ ପାଟିରେ ଜୀବନ୍ତ କଉ ମାଛ ପଶିଯିବାରୁ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦିଘି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ଅବିନାଶ ବିଜୁଳି। ଜୀବନ୍ତ କଉ ମାଛକୁ ଧରି ସେ ପାଟିରେ କାମୁଡ଼ି ମାରିବାକୁ ଚେଷ୍ଟା କରୁଥିବା ବେଳେ, ଅଚାନକ ମାଛଟି ତାଙ୍କ ପାଟି ଭିତରକୁ ପଶି ଯାଇଥିଲା । କଉ ମାଛ ପାଟିରେ ପଶିବାର କିଛି ସମୟ ପରେ ଯୁବକଙ୍କ ପ୍ରାଣବାୟୁ ଉଡିଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର