ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ

The Sakala Picture
Published On

ବାରିପଦା: ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ। ଏଥି ସହିତ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ୬ମାସ ଅଧିକ କାରାଦଣ୍ଡାଦେଶ ଶୁଣାଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସ୍ବତନ୍ତ୍ର ଫାଷ୍ଟଟ୍ରାକ କୋର୍ଟର ମାନ୍ୟବର ବିଚାରପତି ସନ୍ତୋଷ କୁମାର ନାୟକ। ଅଭିଯୁକ୍ତ ବୈଶିଙ୍ଗା ଥାନା ଅନ୍ତର୍ଗତ କେନ୍ଦୁଆ ଗ୍ରାମର ଅସିତ ବେହେରାକୁ ଦଣ୍ଡାଦେଶ। ୨୦୨୪ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଅସିତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବୈଶିଙ୍ଗା ଥାନା ପୁଲିସ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

27 Sep 2025 By The Sakala

ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ

ବାରିପଦା: ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ। ଏଥି ସହିତ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ୬ମାସ ଅଧିକ କାରାଦଣ୍ଡାଦେଶ ଶୁଣାଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସ୍ବତନ୍ତ୍ର ଫାଷ୍ଟଟ୍ରାକ କୋର୍ଟର ମାନ୍ୟବର ବିଚାରପତି ସନ୍ତୋଷ କୁମାର ନାୟକ। ଅଭିଯୁକ୍ତ ବୈଶିଙ୍ଗା ଥାନା ଅନ୍ତର୍ଗତ କେନ୍ଦୁଆ ଗ୍ରାମର ଅସିତ ବେହେରାକୁ ଦଣ୍ଡାଦେଶ। ୨୦୨୪ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଅସିତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବୈଶିଙ୍ଗା ଥାନା ପୁଲିସ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର