କଲଭର୍ଟରେ ପିଟିହେଲା ବୋଲେରୋ: ୨ମୃତ, ୩ ଗୁରୁତର ଆହତ

The Sakala Picture
Published On

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରାମରା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କଲଭର୍ଟରେ ଏକ ବୋଲେରୋ ପିଟି ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ମୃତକ ୨ ଜଣ ହେଲେ କ୍ଷେତ୍ରବାସୀ ମହାରଣା(୩୬) ଓ କୁଳମଣି ଦାସ(୫୫)। ବୋଲେରୋରେ ଥିବା ଚାଳକଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଠାକୁରମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଜଣଙ୍କର ଅବସ୍ଥା ସଂକଟାପନ୍ନ […]

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରାମରା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କଲଭର୍ଟରେ ଏକ ବୋଲେରୋ ପିଟି ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ମୃତକ ୨ ଜଣ ହେଲେ କ୍ଷେତ୍ରବାସୀ ମହାରଣା(୩୬) ଓ କୁଳମଣି ଦାସ(୫୫)। ବୋଲେରୋରେ ଥିବା ଚାଳକଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରାଯାଇ ଠାକୁରମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଜଣଙ୍କର ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛଇ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଖବର ଅନୁଯାୟୀ,  ଏକ ବାହାଘରରେ ଯୋଗ ଦେଇ ଫେରୁଥିବା ବେଳେ ବୋଲେରୋଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର