ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌: ୪୦ ଆହତ, ଜଣେ ମୃତ

The Sakala Picture
Published On

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ଜଣଙ୍କ ରାଇରଙ୍ଗପୁରର ନିଳାମ୍ବର ମହାନ୍ତ  ( ୫୦)  ବୋଲି ଜଣାପଡ଼ିଛି। ଖବର ପାଇ କୁଳିଅଣା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ବାରିପଦାରୁ ଯଶିପୁର ଅଭିମୁଖେ ଯାଉଥିବା ଗୌରୀ ବସଟି ଉଲଟି ପଡ଼ିଥିବା ଜଣପଡ଼ିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ଯ ଜାରି ରହିଛି। ସମସ୍ତ […]

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ଜଣଙ୍କ ରାଇରଙ୍ଗପୁରର ନିଳାମ୍ବର ମହାନ୍ତ  ( ୫୦)  ବୋଲି ଜଣାପଡ଼ିଛି। ଖବର ପାଇ କୁଳିଅଣା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ବାରିପଦାରୁ ଯଶିପୁର ଅଭିମୁଖେ ଯାଉଥିବା ଗୌରୀ ବସଟି ଉଲଟି ପଡ଼ିଥିବା ଜଣପଡ଼ିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ଯ ଜାରି ରହିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

16 Dec 2022 By The Sakala

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌: ୪୦ ଆହତ, ଜଣେ ମୃତ

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ଜଣଙ୍କ ରାଇରଙ୍ଗପୁରର ନିଳାମ୍ବର ମହାନ୍ତ  ( ୫୦)  ବୋଲି ଜଣାପଡ଼ିଛି। ଖବର ପାଇ କୁଳିଅଣା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ବାରିପଦାରୁ ଯଶିପୁର ଅଭିମୁଖେ ଯାଉଥିବା ଗୌରୀ ବସଟି ଉଲଟି ପଡ଼ିଥିବା ଜଣପଡ଼ିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ଯ ଜାରି ରହିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର