ଘରେ ପଶି ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କଲେ ଦୁର୍ବୃତ୍ତ, ମହିଳା ଗୁରୁତର

The Sakala Picture
Published On

କରଞ୍ଜିଆ: ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କଲେ ଦୁର୍ବୃତ୍ତ । ଭୁଜାଲି ମାଡ଼ ଯୋଗୁଁ ମହିଳାଙ୍କ ଅନ୍ତବୁଜୁଳା ବାହାରକୁ ବାହାରି ଆସିଥିବା ଜଣାପଡିଛି । ଆକ୍ରମଣରେ ମହିଳା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କରଞ୍ଜିଆ ଥାନା ଅନ୍ତର୍ଗତ ଠାକୁରମାପାଟଣାରେ ଘଟିଛି ଏପରି ଅଘଟଣ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ବେଳେ ହଠାତ୍ କିଛି ଦୁର୍ବୃତ୍ତ ଘରେ ପଶି ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ପରିବାର ଲୋକେ ମହିଳାଙ୍କ ପାଟି ଶୁଣି ଦୌଡ଼ି ଆସିଥିଲେ। […]

କରଞ୍ଜିଆ: ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କଲେ ଦୁର୍ବୃତ୍ତ । ଭୁଜାଲି ମାଡ଼ ଯୋଗୁଁ ମହିଳାଙ୍କ ଅନ୍ତବୁଜୁଳା ବାହାରକୁ ବାହାରି ଆସିଥିବା ଜଣାପଡିଛି । ଆକ୍ରମଣରେ ମହିଳା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କରଞ୍ଜିଆ ଥାନା ଅନ୍ତର୍ଗତ ଠାକୁରମାପାଟଣାରେ ଘଟିଛି ଏପରି ଅଘଟଣ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ବେଳେ ହଠାତ୍ କିଛି ଦୁର୍ବୃତ୍ତ ଘରେ ପଶି ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ପରିବାର ଲୋକେ ମହିଳାଙ୍କ ପାଟି ଶୁଣି ଦୌଡ଼ି ଆସିଥିଲେ। ମହିଳାଙ୍କୁ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ମହିଳାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଏଭଳି ଆକ୍ରମଣ କରିଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

03 Oct 2023 By The Sakala

ଘରେ ପଶି ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କଲେ ଦୁର୍ବୃତ୍ତ, ମହିଳା ଗୁରୁତର

କରଞ୍ଜିଆ: ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କଲେ ଦୁର୍ବୃତ୍ତ । ଭୁଜାଲି ମାଡ଼ ଯୋଗୁଁ ମହିଳାଙ୍କ ଅନ୍ତବୁଜୁଳା ବାହାରକୁ ବାହାରି ଆସିଥିବା ଜଣାପଡିଛି । ଆକ୍ରମଣରେ ମହିଳା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କରଞ୍ଜିଆ ଥାନା ଅନ୍ତର୍ଗତ ଠାକୁରମାପାଟଣାରେ ଘଟିଛି ଏପରି ଅଘଟଣ।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ବେଳେ ହଠାତ୍ କିଛି ଦୁର୍ବୃତ୍ତ ଘରେ ପଶି ଦମ୍ପତ୍ତିଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ପରିବାର ଲୋକେ ମହିଳାଙ୍କ ପାଟି ଶୁଣି ଦୌଡ଼ି ଆସିଥିଲେ। ମହିଳାଙ୍କୁ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ମହିଳାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଏଭଳି ଆକ୍ରମଣ କରିଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।

https://www.thesakala.in/latest-odisha-news/mayurbhanj/woman-critikal-injured-by-miscreants-attack-in-karanjia/article-26021
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର