ଶିମିଳିପାଳରୁ ୯ଶିକାରୀ ଗିରଫ, ସମ୍ବରମାଂସ ସହିତ ୯ ଦେଶୀବନ୍ଧୁକ ଜବତ

The Sakala Picture
Published On

ବାରିପଦା: ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନାରୁ ପ୍ରକାଶ ଯେ, ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର […]

ବାରିପଦା: ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

ସୂଚନାରୁ ପ୍ରକାଶ ଯେ, ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ । ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ପାଇଁ ପଚରାଉଚରା ଜାରି ରଖିଛନ୍ତି । ଖସିପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

30 Mar 2024 By The Sakala

ଶିମିଳିପାଳରୁ ୯ଶିକାରୀ ଗିରଫ, ସମ୍ବରମାଂସ ସହିତ ୯ ଦେଶୀବନ୍ଧୁକ ଜବତ

ବାରିପଦା: ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ସୂଚନାରୁ ପ୍ରକାଶ ଯେ, ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ । ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ପାଇଁ ପଚରାଉଚରା ଜାରି ରଖିଛନ୍ତି । ଖସିପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଛି ।

https://www.thesakala.in/latest-odisha-news/mayurbhanj/nine-hunters-arrested-in-shimilipal-sanctuary-9-guns-seized/article-31031
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର