ବାଙ୍ଗରିପୋଷି ଦ୍ୱାରଶୁଣି ଘାଟିରେ ୧୦୦ଫୁଟ ତଳକୁ ଖସିଲା ପିଆଜ ଟ୍ରକ : ଦୁଇ ମୃତ, ଦୁଇ ଆହତ

The Sakala Picture
Published On

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ମା ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା। ଦୁର୍ଘଟଣା ରେ ପ୍ରାୟ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ। ଟ୍ରକ ରେ ଥିବା ଦୁଇ ଜଣଙ୍କ ମୃତ ହୋଇଥିବାର ସୂଚନା ମିଳୁଥିବା ବେଳେ ଦୁଇ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ନାସିକରୁ ପିଆଜ ନେଇ ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ରେ […]

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ମା ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା। ଦୁର୍ଘଟଣା ରେ ପ୍ରାୟ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ। ଟ୍ରକ ରେ ଥିବା ଦୁଇ ଜଣଙ୍କ ମୃତ ହୋଇଥିବାର ସୂଚନା ମିଳୁଥିବା ବେଳେ ଦୁଇ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ନାସିକରୁ ପିଆଜ ନେଇ ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ରେ ଟ୍ରକର ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରକରେ ଥିବା ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଅଗ୍ନିଶମ ବିଭାଗ ର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ଡ୍ରାଇଭର ଓ ହେଲପର ଙ୍କୁ ଉଦ୍ଧାର କରିଥିଲେ ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ। ବାଙ୍ଗରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମା ଦ୍ୱାରଶୁଣି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟି ଗତ କିଛି ମାସ ମଧ୍ୟରେ ଅନେକ ଙ୍କ ଜୀବନ ଗଲାଣି ପ୍ରଶାସନ ଏଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣ ରେ ଦାବି ଜୋର ଧରିଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

11 Aug 2021 By The Sakala

ବାଙ୍ଗରିପୋଷି ଦ୍ୱାରଶୁଣି ଘାଟିରେ ୧୦୦ଫୁଟ ତଳକୁ ଖସିଲା ପିଆଜ ଟ୍ରକ : ଦୁଇ ମୃତ, ଦୁଇ ଆହତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ମା ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା। ଦୁର୍ଘଟଣା ରେ ପ୍ରାୟ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ। ଟ୍ରକ ରେ ଥିବା ଦୁଇ ଜଣଙ୍କ ମୃତ ହୋଇଥିବାର ସୂଚନା ମିଳୁଥିବା ବେଳେ ଦୁଇ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ନାସିକରୁ ପିଆଜ ନେଇ ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ରେ ଟ୍ରକର ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରକରେ ଥିବା ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଅଗ୍ନିଶମ ବିଭାଗ ର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ଡ୍ରାଇଭର ଓ ହେଲପର ଙ୍କୁ ଉଦ୍ଧାର କରିଥିଲେ ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ। ବାଙ୍ଗରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମା ଦ୍ୱାରଶୁଣି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟି ଗତ କିଛି ମାସ ମଧ୍ୟରେ ଅନେକ ଙ୍କ ଜୀବନ ଗଲାଣି ପ୍ରଶାସନ ଏଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣ ରେ ଦାବି ଜୋର ଧରିଛି।

https://www.thesakala.in/latest-odisha-news/mayurbhanj/onion-truck-falls-100-feet-in-bangariposhi-dwarshuni-valley-two-dead-two-injured/article-4537
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର