ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଛେଳିକୁ ଆକ୍ରମଣ କଲା ବୁଲା କୁକୁର, ହେଲେ ମାଡ ଖାଇଲେ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅ

Madhusudan Das Picture
Published On

ଉଦଳା: ବୁଲା କୁକୁର ପାଇଁ ମହାଭାରତ। ଅସହାୟ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅକୁ ନିର୍ଘାତ ମାଡ଼ ଓ ପଥର ମାଡ଼ କରିଲେ ଗ୍ରାମର କିଛି ଲୋକ। ବୁଲା କୁକୁର ପୋଷିଥିବା କହି କରିଲେ ଆକ୍ରମଣ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉର୍ମଳା ଗାଁରୁ ଆସିଛି ଏପରି ଅଭିଯୋଗ । ଦିବ୍ୟାଙ୍ଗ ଝିଅକୁ ଧରି ଥାନାର ଦ୍ୱାରସ୍ତ ହେଲେ ମହିଳା। ସାଙ୍ଗରେ ଆଣିଛନ୍ତି ଆକ୍ରମଣ କରାଯାଇଥିବା ପଥର। 

ଆହୁରି ପଢ଼ନ୍ତୁ: ୪ ଦଫା ଦାବିକୁ ନେଇ ପାତ୍ରପଡା 'ଆମବସ' ଡିପୋରେ କର୍ମଚାରୀଙ୍କ ଆନ୍ଦୋଳନ, ୪୫ଟି ରୁଟରେ ଚାଲୁନି ବସ୍

ସୂଚନା ଅନୁସାରେ, ଗାଁର ବିଧବା ମହିଳା ଫୁଲମଣି ହେମ୍ବ୍ରମଙ୍କ ଘର ସାମ୍ନାରେ ଏକ ବୁଲା କୁକୁର କିଛି ସମୟ ଶୋଇବା ପରେ ଗାଁ ଭିତରକୁ ଯାଇଥିଲା । ଏହି ସମୟରେ ଗ୍ରାମର ଲୋକମାନେ ଆସି ବୁଲା କୁକୁର ପାଳିଛୁ, ଆଉ ସେହି କୁକୁର ଆମ ଛେଳିକୁ ଆକ୍ରମଣ କରୁଛି ବୋଲି କହି ଫୁଲମଣି ହେମ୍ବ୍ରମ ଏବଂ ତାଙ୍କ ଦିବ୍ୟାଙ୍ଗ ଝିଅକୁ ନିର୍ଘାତ ମାଡ଼ ମାରିଥିଲେ । ଏପରିକି ଦିବ୍ୟାଙ୍ଗ ଝିଅକୁ ପଥର ଫୋପାଡ଼ି ମାରିଥିଲେ, ଯେଉଁଥିରେ ଦିବ୍ୟାଙ୍ଗ ଝିଅର ମୁଣ୍ଡ ଫୁଲି ଯାଇଛି । ତେବେ ଗ୍ରାମବାସୀଙ୍କ ମାଡ଼ରେ ଗୁରୁତର ହୋଇଥିବା ଫୁଲମଣି ନିଜ ଦିବ୍ୟାଙ୍ଗ ଝିଅକୁ ମେଡିକାଲରେ ଚିକିତ୍ସା କରାଇ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

21 May 2026 By Madhusudan Das

ଛେଳିକୁ ଆକ୍ରମଣ କଲା ବୁଲା କୁକୁର, ହେଲେ ମାଡ ଖାଇଲେ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅ

ଉଦଳା: ବୁଲା କୁକୁର ପାଇଁ ମହାଭାରତ। ଅସହାୟ ବିଧବା ମହିଳା ଏବଂ ଦିବ୍ୟାଙ୍ଗ ଝିଅକୁ ନିର୍ଘାତ ମାଡ଼ ଓ ପଥର ମାଡ଼ କରିଲେ ଗ୍ରାମର କିଛି ଲୋକ। ବୁଲା କୁକୁର ପୋଷିଥିବା କହି କରିଲେ ଆକ୍ରମଣ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉର୍ମଳା ଗାଁରୁ ଆସିଛି ଏପରି ଅଭିଯୋଗ । ଦିବ୍ୟାଙ୍ଗ ଝିଅକୁ ଧରି ଥାନାର ଦ୍ୱାରସ୍ତ ହେଲେ ମହିଳା। ସାଙ୍ଗରେ ଆଣିଛନ୍ତି ଆକ୍ରମଣ କରାଯାଇଥିବା ପଥର। 

ସୂଚନା ଅନୁସାରେ, ଗାଁର ବିଧବା ମହିଳା ଫୁଲମଣି ହେମ୍ବ୍ରମଙ୍କ ଘର ସାମ୍ନାରେ ଏକ ବୁଲା କୁକୁର କିଛି ସମୟ ଶୋଇବା ପରେ ଗାଁ ଭିତରକୁ ଯାଇଥିଲା । ଏହି ସମୟରେ ଗ୍ରାମର ଲୋକମାନେ ଆସି ବୁଲା କୁକୁର ପାଳିଛୁ, ଆଉ ସେହି କୁକୁର ଆମ ଛେଳିକୁ ଆକ୍ରମଣ କରୁଛି ବୋଲି କହି ଫୁଲମଣି ହେମ୍ବ୍ରମ ଏବଂ ତାଙ୍କ ଦିବ୍ୟାଙ୍ଗ ଝିଅକୁ ନିର୍ଘାତ ମାଡ଼ ମାରିଥିଲେ । ଏପରିକି ଦିବ୍ୟାଙ୍ଗ ଝିଅକୁ ପଥର ଫୋପାଡ଼ି ମାରିଥିଲେ, ଯେଉଁଥିରେ ଦିବ୍ୟାଙ୍ଗ ଝିଅର ମୁଣ୍ଡ ଫୁଲି ଯାଇଛି । ତେବେ ଗ୍ରାମବାସୀଙ୍କ ମାଡ଼ରେ ଗୁରୁତର ହୋଇଥିବା ଫୁଲମଣି ନିଜ ଦିବ୍ୟାଙ୍ଗ ଝିଅକୁ ମେଡିକାଲରେ ଚିକିତ୍ସା କରାଇ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର