ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ପୋଲିସକୁ ନାହିଁ ଟିକେ ବି ଭୟ, ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼

Madhusudan Das Picture
Published On

ଉଦଳା: ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଗୁଣ୍ଡାଗିରି। ଉଦଳା ଥାନା ଏନଏସି ୫ ନମ୍ବର ୱାର୍ଡରେ ଯୁବକଙ୍କ ଗୁଣ୍ଡାଗିରିର ଭିଡିଓ ସାମ୍ନାକୁ ଆସିଛି। ସଂଘବଦ୍ଧ ଭାବେ ଆସିଲେ ଆଉ ଦୁଇ ଯୁବକଙ୍କୁ ନିର୍ଘାତ ମାରିଲେ। ଯିଏ ଯେମିତି ପାରିଲା ବାଡେଇ ଚାଲିଲା। ମୁଥ, ଚାପୁଡ଼ା ଠାରୁ ଆରମ୍ଭ କରି ଦୁଇ ଯୁବକଙ୍କୁ ୩ରୁ ଅଧିକ ଯୁବକ ଗୋଡେଇ ଗୋଡେଇ ନିର୍ଘାତ ମାଡ଼ ମାରୁଥିବାର ଭିଡିଓ ସାମ୍ନାକୁ ଆସିଛି। 

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

ଯେଉଁ ଭିଡିଓରେ ଦୁଇ ଜଣ ଯୁବକଙ୍କୁ ୩ ରୁ ୪ ଜଣ ଯୁବକ ଅତି ଅମାନୁଷିକ ଭାବେ ବିଚ ରାସ୍ତାରେ ଜନଗହଳିପୂର୍ଣ୍ଣ ସ୍ଥାନରେ ମାଡ଼ ମାରୁଥିବା ଦେଖାଯାଇଛି। ଏପରିକି ମାଡ଼ ମାରି ଯୁବକଙ୍କୁ ରକ୍ତାକ୍ତ ମଧ୍ୟ କରି ଦେଇଛନ୍ତି। ଆଉ ସଂଘବଦ୍ଧ ଭାବେ ଆସିଥିବା ଯୁବକ ମାନେ ଗୋଡ଼ାଇ ଗୋଡ଼ାଇ ମାରିବା ବେଳେ ସ୍ଥାନୀୟ ଲୋକେ ଦେଖଣାହାରି ପାଲଟିଥିଲେ। ଏହି ଭିଡିଓଟି ଗତ ଏପ୍ରିଲ ମାସରେ ନିମ୍ନ ମାନର କାମ ବାବଦରେ ମୁହଁ ଖୋଲିଥିବାରୁ ଦୁଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣର ବୋଲି ଜଣାଯାଇଛି। ଆଉ ଏହି ଘଟଣାକୁ ପୋଲିସ ହାଲୁକା ଭାବେ ନେଇଥିବା ଜଣାପଡୁଛି । 

ଆହୁରି ପଢ଼ନ୍ତୁ: ପାରାଦ୍ଵୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଫାଟିଲା ପେଟ୍ରୋଲ ପାଇପ୍, ବୋହିଗଲା ଲକ୍ଷାଧିକ ଲିଟର ପେଟ୍ରୋଲ

22 May 2026 By Madhusudan Das

ପୋଲିସକୁ ନାହିଁ ଟିକେ ବି ଭୟ, ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼

ଉଦଳା: ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଗୁଣ୍ଡାଗିରି। ଉଦଳା ଥାନା ଏନଏସି ୫ ନମ୍ବର ୱାର୍ଡରେ ଯୁବକଙ୍କ ଗୁଣ୍ଡାଗିରିର ଭିଡିଓ ସାମ୍ନାକୁ ଆସିଛି। ସଂଘବଦ୍ଧ ଭାବେ ଆସିଲେ ଆଉ ଦୁଇ ଯୁବକଙ୍କୁ ନିର୍ଘାତ ମାରିଲେ। ଯିଏ ଯେମିତି ପାରିଲା ବାଡେଇ ଚାଲିଲା। ମୁଥ, ଚାପୁଡ଼ା ଠାରୁ ଆରମ୍ଭ କରି ଦୁଇ ଯୁବକଙ୍କୁ ୩ରୁ ଅଧିକ ଯୁବକ ଗୋଡେଇ ଗୋଡେଇ ନିର୍ଘାତ ମାଡ଼ ମାରୁଥିବାର ଭିଡିଓ ସାମ୍ନାକୁ ଆସିଛି। 

ଯେଉଁ ଭିଡିଓରେ ଦୁଇ ଜଣ ଯୁବକଙ୍କୁ ୩ ରୁ ୪ ଜଣ ଯୁବକ ଅତି ଅମାନୁଷିକ ଭାବେ ବିଚ ରାସ୍ତାରେ ଜନଗହଳିପୂର୍ଣ୍ଣ ସ୍ଥାନରେ ମାଡ଼ ମାରୁଥିବା ଦେଖାଯାଇଛି। ଏପରିକି ମାଡ଼ ମାରି ଯୁବକଙ୍କୁ ରକ୍ତାକ୍ତ ମଧ୍ୟ କରି ଦେଇଛନ୍ତି। ଆଉ ସଂଘବଦ୍ଧ ଭାବେ ଆସିଥିବା ଯୁବକ ମାନେ ଗୋଡ଼ାଇ ଗୋଡ଼ାଇ ମାରିବା ବେଳେ ସ୍ଥାନୀୟ ଲୋକେ ଦେଖଣାହାରି ପାଲଟିଥିଲେ। ଏହି ଭିଡିଓଟି ଗତ ଏପ୍ରିଲ ମାସରେ ନିମ୍ନ ମାନର କାମ ବାବଦରେ ମୁହଁ ଖୋଲିଥିବାରୁ ଦୁଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣର ବୋଲି ଜଣାଯାଇଛି। ଆଉ ଏହି ଘଟଣାକୁ ପୋଲିସ ହାଲୁକା ଭାବେ ନେଇଥିବା ଜଣାପଡୁଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର