ସାପ କାମୁଡାରେ ଶିଶୁୁପୁତ୍ର ମୃତ, ମାଆ ଗୁରୁତର

The Sakala Picture
Published On

ବାରିପଦା: ସାପ କାମୁଡାରେ ଚାଲିଗଲା ଶିଶୁ ପୁତ୍ରର ଜୀବନ । ଗୁରୁତର ଅବସ୍ଥାରେ ମା’ ମେଡିକାଲରେ ଭର୍ତ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା କଟୁରିଆ ଗ୍ରାମରେ । ସୂଚନା ଅନୁସାରେ, କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଶିଶୁପୁତ୍ର ଘନକୁ ଧରି ଘରେ ଶୋଇଥିଲେ । ହେଲେ ହଠାତ୍ ସୋମବାର ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା’ ଏବଂ ପୁଅକୁ କାମୁଡିଥିଲା । […]

ବାରିପଦା: ସାପ କାମୁଡାରେ ଚାଲିଗଲା ଶିଶୁ ପୁତ୍ରର ଜୀବନ । ଗୁରୁତର ଅବସ୍ଥାରେ ମା’ ମେଡିକାଲରେ ଭର୍ତ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା କଟୁରିଆ ଗ୍ରାମରେ । ସୂଚନା ଅନୁସାରେ, କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଶିଶୁପୁତ୍ର ଘନକୁ ଧରି ଘରେ ଶୋଇଥିଲେ । ହେଲେ ହଠାତ୍ ସୋମବାର ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା’ ଏବଂ ପୁଅକୁ କାମୁଡିଥିଲା । ସ୍ୱାମୀ ଏବଂ ପରିବାର ଲୋକେ ଏହା ଜାଣି ଆଜି ସକାଳ ସମୟରେ ଉଭୟ ମା’ ଏବଂ ପୁଅକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତରଖାନାରେ ଶିଶୁପୁତ୍ରର ମୃତ୍ୟୂ ହୋଇଥିବା ବେଳେ ମାଆ ମିନତୀଙ୍କ ଅବସ୍ଥା ଗୁରୁତର ରହିଥିଲା । ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

25 Jul 2023 By The Sakala

ସାପ କାମୁଡାରେ ଶିଶୁୁପୁତ୍ର ମୃତ, ମାଆ ଗୁରୁତର

ବାରିପଦା: ସାପ କାମୁଡାରେ ଚାଲିଗଲା ଶିଶୁ ପୁତ୍ରର ଜୀବନ । ଗୁରୁତର ଅବସ୍ଥାରେ ମା’ ମେଡିକାଲରେ ଭର୍ତ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା କଟୁରିଆ ଗ୍ରାମରେ । ସୂଚନା ଅନୁସାରେ, କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଶିଶୁପୁତ୍ର ଘନକୁ ଧରି ଘରେ ଶୋଇଥିଲେ । ହେଲେ ହଠାତ୍ ସୋମବାର ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା’ ଏବଂ ପୁଅକୁ କାମୁଡିଥିଲା । ସ୍ୱାମୀ ଏବଂ ପରିବାର ଲୋକେ ଏହା ଜାଣି ଆଜି ସକାଳ ସମୟରେ ଉଭୟ ମା’ ଏବଂ ପୁଅକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତରଖାନାରେ ଶିଶୁପୁତ୍ରର ମୃତ୍ୟୂ ହୋଇଥିବା ବେଳେ ମାଆ ମିନତୀଙ୍କ ଅବସ୍ଥା ଗୁରୁତର ରହିଥିଲା । ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

https://www.thesakala.in/latest-odisha-news/mayurbhanj/baby-son-died-in-snake-bite-mother-critical/article-23811
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର