ବାଇକକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍; ୨ମୃତ ଓ ଜଣେ ଗୁରୁତର‌

The Sakala Picture
Published On

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାରିପଦା ସହର ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡି ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ଯୁ ଘଟିଛି। ସୂଚନା ଅନୁଯାୟୀ,  ଗୋଟିଏ ମୋଟର ସାଇକେଲରେ ୩ଜଣ ଯାଉଥିବା ବେଳେ ପଛପଟୁ ଗୋଟେ ବାଲି ବୋଝେଇ ମିନି ଟ୍ରକ ଧକ୍କା ଦେଇଥଇଲା। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଘଟଣା ସ୍ଥଳରେ […]

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାରିପଦା ସହର ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡି ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ଯୁ ଘଟିଛି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ସୂଚନା ଅନୁଯାୟୀ,  ଗୋଟିଏ ମୋଟର ସାଇକେଲରେ ୩ଜଣ ଯାଉଥିବା ବେଳେ ପଛପଟୁ ଗୋଟେ ବାଲି ବୋଝେଇ ମିନି ଟ୍ରକ ଧକ୍କା ଦେଇଥଇଲା। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଘଟଣା ସ୍ଥଳରେ ବାରିପଦା ଟାଉନ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

23 Apr 2021 By The Sakala

ବାଇକକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍; ୨ମୃତ ଓ ଜଣେ ଗୁରୁତର‌

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାରିପଦା ସହର ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡି ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ଯୁ ଘଟିଛି।

ସୂଚନା ଅନୁଯାୟୀ,  ଗୋଟିଏ ମୋଟର ସାଇକେଲରେ ୩ଜଣ ଯାଉଥିବା ବେଳେ ପଛପଟୁ ଗୋଟେ ବାଲି ବୋଝେଇ ମିନି ଟ୍ରକ ଧକ୍କା ଦେଇଥଇଲା। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଘଟଣା ସ୍ଥଳରେ ବାରିପଦା ଟାଉନ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର