ଖୁବ କମ ସମୟ ମଧ୍ୟରେ ଦୈନିକ ଖବରକାଗଜ ‘ସକାଳ’ ଓଡ଼ିଶାବାସୀଙ୍କ ହୃଦୟ ଜିତି ପାରିଛି

The Sakala Picture
Published On

ବାରିପଦା: ଦୈନିକ ଖବରକାଗଜ ସକାଳ ପରିବାର ପକ୍ଷରୁ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଛି । ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ଅଧ୍ୟକ୍ଷ ତଥା ରାଜ୍ୟସଭା ସଦସ୍ୟ ମାନସ ମଙ୍ଗରାଜ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସେ କହିଥିଲେ ଯେ , ‘ଗଣମାଧ୍ୟମ ସମାଜକୁ ଦିଗଦର୍ଶନ ଦେଇଥାଏ। ସ୍ୱଳ୍ପ ସମୟ ମଧ୍ୟରେ ସକାଳ ଜନସାଧାରଣଙ୍କ ହୃଦୟ ଜିତି ପାରିଛି । ଆମକୁ ଆହୁରି ଅନେକ ଆଗକୁ ଯିବାକୁ ପଡ଼ିବ […]

ବାରିପଦା: ଦୈନିକ ଖବରକାଗଜ ସକାଳ ପରିବାର ପକ୍ଷରୁ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଛି । ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ଅଧ୍ୟକ୍ଷ ତଥା ରାଜ୍ୟସଭା ସଦସ୍ୟ ମାନସ ମଙ୍ଗରାଜ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସେ କହିଥିଲେ ଯେ , ‘ଗଣମାଧ୍ୟମ ସମାଜକୁ ଦିଗଦର୍ଶନ ଦେଇଥାଏ। ସ୍ୱଳ୍ପ ସମୟ ମଧ୍ୟରେ ସକାଳ ଜନସାଧାରଣଙ୍କ ହୃଦୟ ଜିତି ପାରିଛି । ଆମକୁ ଆହୁରି ଅନେକ ଆଗକୁ ଯିବାକୁ ପଡ଼ିବ । ସେଥିପାଇଁ ଆମକୁ ଆହୁରି ପରିଶ୍ରମ କରିବାକୁ ପଡ଼ିବ । ଏହାଦ୍ବାରା ଲୋକଙ୍କ ଅଧିକ ବିଶ୍ୱାସଭାଜନ ହୋଇପାରିବା ।’

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଏହି କାର୍ଯ୍ଯକ୍ରମରେ ସକାଳର ସିଇଓ ସୁବ୍ରତ କୁମାର ଦାସ ଏବଂ ପ୍ରକାଶକ ଅମିତ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ଯକ୍ରମରେ ମୟୂରଭଞ୍ଜ ଜିଲ୍ଲାର ସକାଳ ସମ୍ବାଦପତ୍ର ଓ ନନ୍ଦିଘୋଷ ଟିଭିର ସାମ୍ବାଦିକମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ଯକ୍ରମକୁ ପରିଚାଳନା କରିଥିଲେ ସକାଳର ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି ମନୋଜ କୁମାର ପଣ୍ଡା ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

16 Jun 2022 By The Sakala

ଖୁବ କମ ସମୟ ମଧ୍ୟରେ ଦୈନିକ ଖବରକାଗଜ ‘ସକାଳ’ ଓଡ଼ିଶାବାସୀଙ୍କ ହୃଦୟ ଜିତି ପାରିଛି

ବାରିପଦା: ଦୈନିକ ଖବରକାଗଜ ସକାଳ ପରିବାର ପକ୍ଷରୁ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଛି । ସକାଳ ଓ ନନ୍ଦିଘୋଷ ଟିଭି ପରିବାରର ଅଧ୍ୟକ୍ଷ ତଥା ରାଜ୍ୟସଭା ସଦସ୍ୟ ମାନସ ମଙ୍ଗରାଜ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସେ କହିଥିଲେ ଯେ , ‘ଗଣମାଧ୍ୟମ ସମାଜକୁ ଦିଗଦର୍ଶନ ଦେଇଥାଏ। ସ୍ୱଳ୍ପ ସମୟ ମଧ୍ୟରେ ସକାଳ ଜନସାଧାରଣଙ୍କ ହୃଦୟ ଜିତି ପାରିଛି । ଆମକୁ ଆହୁରି ଅନେକ ଆଗକୁ ଯିବାକୁ ପଡ଼ିବ । ସେଥିପାଇଁ ଆମକୁ ଆହୁରି ପରିଶ୍ରମ କରିବାକୁ ପଡ଼ିବ । ଏହାଦ୍ବାରା ଲୋକଙ୍କ ଅଧିକ ବିଶ୍ୱାସଭାଜନ ହୋଇପାରିବା ।’

ଏହି କାର୍ଯ୍ଯକ୍ରମରେ ସକାଳର ସିଇଓ ସୁବ୍ରତ କୁମାର ଦାସ ଏବଂ ପ୍ରକାଶକ ଅମିତ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ଯକ୍ରମରେ ମୟୂରଭଞ୍ଜ ଜିଲ୍ଲାର ସକାଳ ସମ୍ବାଦପତ୍ର ଓ ନନ୍ଦିଘୋଷ ଟିଭିର ସାମ୍ବାଦିକମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ଯକ୍ରମକୁ ପରିଚାଳନା କରିଥିଲେ ସକାଳର ମୟୂରଭଞ୍ଜ ଜିଲ୍ଲା ପ୍ରତିନିଧି ମନୋଜ କୁମାର ପଣ୍ଡା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର