ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘର ସମେତ ୮ଟି ସ୍ଥାନରେ ଜିଏସଟି ଚଢ଼ାଉ ଜାରି

The Sakala Picture
Published On

ବାରିପଦା: ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ବାଣିଜ୍ୟକର ବିଭାଗ ପକ୍ଷରୁ ବାରିପଦା ସହରର ଜନୈକ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପ୍ରତିଷ୍ଠାନ ଉପରେ ଜିଏସଟି ଚଢ଼ାଉ ହୋଇଛି। ସହରରର ଜଣାଶୁଣା ଲୁଗା ବ୍ୟବସାୟୀ ଅମ୍ବିକା ଶାଢ଼ୀ ହାଉସର ମାଲିକଙ୍କ ଘର ସମେତ ୮ଟି ସ୍ଥାନରେ ଏକସଙ୍ଗେ ଜିଏସଟି ଚଢ଼ାଉ ଜାରି ରହିଛି ବୋଲି ମୟୂରଭଞ୍ଜ ଜିଲ୍ଲା ଜିଏସଟି ଡେପୁଟି କମିଶନର କୁଳମଣି ମଲ୍ଲିକ ସୂଚନା ଦେଇଛନ୍ତି। ସମ୍ପୃକ୍ତ ଲୁଗା ବ୍ୟବସାୟୀଙ୍କ ବାରିପଦା ସହରରେ ଥିବା ୫ଟି ଲୁଗା ଦୋକାନ, ବାସଗୃହ, […]

ବାରିପଦା: ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ବାଣିଜ୍ୟକର ବିଭାଗ ପକ୍ଷରୁ ବାରିପଦା ସହରର ଜନୈକ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପ୍ରତିଷ୍ଠାନ ଉପରେ ଜିଏସଟି ଚଢ଼ାଉ ହୋଇଛି। ସହରରର ଜଣାଶୁଣା ଲୁଗା ବ୍ୟବସାୟୀ ଅମ୍ବିକା ଶାଢ଼ୀ ହାଉସର ମାଲିକଙ୍କ ଘର ସମେତ ୮ଟି ସ୍ଥାନରେ ଏକସଙ୍ଗେ ଜିଏସଟି ଚଢ଼ାଉ ଜାରି ରହିଛି ବୋଲି ମୟୂରଭଞ୍ଜ ଜିଲ୍ଲା ଜିଏସଟି ଡେପୁଟି କମିଶନର କୁଳମଣି ମଲ୍ଲିକ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

ସମ୍ପୃକ୍ତ ଲୁଗା ବ୍ୟବସାୟୀଙ୍କ ବାରିପଦା ସହରରେ ଥିବା ୫ଟି ଲୁଗା ଦୋକାନ, ବାସଗୃହ, ପେଟ୍ରୋଲ ପମ୍ପ, କଲ୍ୟାଣ ମଣ୍ଡପ, ଅଟୋପାର୍ଟସ ଦୋକାନ ଆଦିରେ ଏକ ସଙ୍ଗରେ ତଦନ୍ତ ଆରମ୍ଭ ହୋଇଛି। ଏଥିରେ ମୟୁରଭଞ୍ଜ ଓ ବାଲେଶ୍ଵର ଜିଏସଟି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି ବୋଲି ମୟୂରଭଞ୍ଜ ଜିଲ୍ଲାର ଡେପୁଟି କମିଶନର କହିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

05 Jan 2024 By The Sakala

ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘର ସମେତ ୮ଟି ସ୍ଥାନରେ ଜିଏସଟି ଚଢ଼ାଉ ଜାରି

ବାରିପଦା: ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ବାଣିଜ୍ୟକର ବିଭାଗ ପକ୍ଷରୁ ବାରିପଦା ସହରର ଜନୈକ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପ୍ରତିଷ୍ଠାନ ଉପରେ ଜିଏସଟି ଚଢ଼ାଉ ହୋଇଛି। ସହରରର ଜଣାଶୁଣା ଲୁଗା ବ୍ୟବସାୟୀ ଅମ୍ବିକା ଶାଢ଼ୀ ହାଉସର ମାଲିକଙ୍କ ଘର ସମେତ ୮ଟି ସ୍ଥାନରେ ଏକସଙ୍ଗେ ଜିଏସଟି ଚଢ଼ାଉ ଜାରି ରହିଛି ବୋଲି ମୟୂରଭଞ୍ଜ ଜିଲ୍ଲା ଜିଏସଟି ଡେପୁଟି କମିଶନର କୁଳମଣି ମଲ୍ଲିକ ସୂଚନା ଦେଇଛନ୍ତି।

ସମ୍ପୃକ୍ତ ଲୁଗା ବ୍ୟବସାୟୀଙ୍କ ବାରିପଦା ସହରରେ ଥିବା ୫ଟି ଲୁଗା ଦୋକାନ, ବାସଗୃହ, ପେଟ୍ରୋଲ ପମ୍ପ, କଲ୍ୟାଣ ମଣ୍ଡପ, ଅଟୋପାର୍ଟସ ଦୋକାନ ଆଦିରେ ଏକ ସଙ୍ଗରେ ତଦନ୍ତ ଆରମ୍ଭ ହୋଇଛି। ଏଥିରେ ମୟୁରଭଞ୍ଜ ଓ ବାଲେଶ୍ଵର ଜିଏସଟି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି ବୋଲି ମୟୂରଭଞ୍ଜ ଜିଲ୍ଲାର ଡେପୁଟି କମିଶନର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର