କଥା କଟାକଟିରୁ ବିଭତ୍ସ କାଣ୍ଡ, ସ୍ବାମୀ ମାଡ଼ରେ ସ୍ତ୍ରୀ ମୃତ

The Sakala Picture
Published On

କରଞ୍ଜିଆ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ସିଆଳିନଇଁ ବସ୍ତିରେ ଘଟିଛି ଏକ ଅଭାବନୀୟ ଘଟଣା। କିଛି ଦିନ ପୂର୍ବରୁ ସିଆଳିନଇଁ ଠାରେ ବନବିଭାଗ ଦ୍ୱାରା ବିସ୍ଥାପିତ ହଇ ଆସିଥିବା କିଛି ଖଡ଼ିଆ ପରିବାର ଏଠାରେ ରହୁଥିଲେ। ହେଲେ ଆଜି ଏଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ । ଆଜି ଦିନ ଦ୍ବି ପହରରେ କୌଣସି କାରଣ ଯୋଗୁଁ ସ୍ୱାମୀ ସ୍ତ୍ରୀ ଙ୍କ ମଧ୍ୟରେ କଥା କଟାକଟି ହଇଥିଲା ।  ଏଥିରେ ସ୍ୱାମୀ ଶ୍ୟାମ ସୁନ୍ଦର […]

କରଞ୍ଜିଆ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ସିଆଳିନଇଁ ବସ୍ତିରେ ଘଟିଛି ଏକ ଅଭାବନୀୟ ଘଟଣା। କିଛି ଦିନ ପୂର୍ବରୁ ସିଆଳିନଇଁ ଠାରେ ବନବିଭାଗ ଦ୍ୱାରା ବିସ୍ଥାପିତ ହଇ ଆସିଥିବା କିଛି ଖଡ଼ିଆ ପରିବାର ଏଠାରେ ରହୁଥିଲେ। ହେଲେ ଆଜି ଏଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ । ଆଜି ଦିନ ଦ୍ବି ପହରରେ କୌଣସି କାରଣ ଯୋଗୁଁ ସ୍ୱାମୀ ସ୍ତ୍ରୀ ଙ୍କ ମଧ୍ୟରେ କଥା କଟାକଟି ହଇଥିଲା ।  ଏଥିରେ ସ୍ୱାମୀ ଶ୍ୟାମ ସୁନ୍ଦର ଦେହୁରୀ ଉତକ୍ଷିପ୍ତ ହଇ ନିଜର ସ୍ତ୍ରୀ ସୁଟିକୀ ଦେହୁରୀକୁ  ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ଶକ୍ତ ଆଘାତ ଦେଇଥିଲେ। ଫଳରେ ସ୍ତ୍ରୀ ସୁଟକି ଦେହରୀରଙ୍କ ଘଟଣା ସ୍ଥଳରେହିଁ ମୃତ୍ୟୁ ଘଟିଥିଲା। ଖବର ପାଇ କରଞ୍ଜିଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଯାଞ୍ଚ କରିବା ସହିତ ସ୍ୱାମୀ ଶ୍ୟାମସୁନ୍ଦର ଦେହୁରୀକୁ ଅଟକ ରଖିଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

31 May 2021 By The Sakala

କଥା କଟାକଟିରୁ ବିଭତ୍ସ କାଣ୍ଡ, ସ୍ବାମୀ ମାଡ଼ରେ ସ୍ତ୍ରୀ ମୃତ

କରଞ୍ଜିଆ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ସିଆଳିନଇଁ ବସ୍ତିରେ ଘଟିଛି ଏକ ଅଭାବନୀୟ ଘଟଣା। କିଛି ଦିନ ପୂର୍ବରୁ ସିଆଳିନଇଁ ଠାରେ ବନବିଭାଗ ଦ୍ୱାରା ବିସ୍ଥାପିତ ହଇ ଆସିଥିବା କିଛି ଖଡ଼ିଆ ପରିବାର ଏଠାରେ ରହୁଥିଲେ। ହେଲେ ଆଜି ଏଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ । ଆଜି ଦିନ ଦ୍ବି ପହରରେ କୌଣସି କାରଣ ଯୋଗୁଁ ସ୍ୱାମୀ ସ୍ତ୍ରୀ ଙ୍କ ମଧ୍ୟରେ କଥା କଟାକଟି ହଇଥିଲା ।  ଏଥିରେ ସ୍ୱାମୀ ଶ୍ୟାମ ସୁନ୍ଦର ଦେହୁରୀ ଉତକ୍ଷିପ୍ତ ହଇ ନିଜର ସ୍ତ୍ରୀ ସୁଟିକୀ ଦେହୁରୀକୁ  ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ଶକ୍ତ ଆଘାତ ଦେଇଥିଲେ। ଫଳରେ ସ୍ତ୍ରୀ ସୁଟକି ଦେହରୀରଙ୍କ ଘଟଣା ସ୍ଥଳରେହିଁ ମୃତ୍ୟୁ ଘଟିଥିଲା। ଖବର ପାଇ କରଞ୍ଜିଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଯାଞ୍ଚ କରିବା ସହିତ ସ୍ୱାମୀ ଶ୍ୟାମସୁନ୍ଦର ଦେହୁରୀକୁ ଅଟକ ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର