କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

The Sakala Picture
Published On

ବାରିପଦା: କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ । ଟ୍ରାଙ୍କୁଲାଇଜ୍ କରି ବାଘକୁ ଧରିଲେ ରେସ୍କ୍ୟୁ ଟିମ୍‌ । ବୁଢୀଖମାରୀ ଅଞ୍ଚଳରୁ ଟ୍ରାଙ୍କୁଲାଇଜ କରି କାବୁ କଲେ ରେସ୍କ୍ୟୁ ଟିମ୍‌ । ସହରର ଭଂଜପୁର ଅଞ୍ଚଳରେ ବାଘ ବୁଲୁଥିବା ଅଞ୍ଚଳବାସୀ ଦେଖିଥିଲେ। ସୂଚନା ଅନୁଯାୟୀ, ଆଜି ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଥିଲା। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବା ବେଳେ ବାଘଟିକୁ […]

ବାରିପଦା: କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ । ଟ୍ରାଙ୍କୁଲାଇଜ୍ କରି ବାଘକୁ ଧରିଲେ ରେସ୍କ୍ୟୁ ଟିମ୍‌ । ବୁଢୀଖମାରୀ ଅଞ୍ଚଳରୁ ଟ୍ରାଙ୍କୁଲାଇଜ କରି କାବୁ କଲେ ରେସ୍କ୍ୟୁ ଟିମ୍‌ । ସହରର ଭଂଜପୁର ଅଞ୍ଚଳରେ ବାଘ ବୁଲୁଥିବା ଅଞ୍ଚଳବାସୀ ଦେଖିଥିଲେ।

ଆହୁରି ପଢ଼ନ୍ତୁ:  ୨୦ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ଝାଞ୍ଜ ପାହାଡ଼ରୁ ସୁରକ୍ଷିତ ଉଦ୍ଧାର ହେଲେ ୨ ନିଖୋଜ ଯୁବକ

ସୂଚନା ଅନୁଯାୟୀ, ଆଜି ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଥିଲା। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବା ବେଳେ ବାଘଟିକୁ ଦେଖିଥିଲେ  ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ସମସ୍ତେ ଭୟଭୀତ ଥିବା ସୂଚନା ପାଇ ବନବିଭାଗ ପହଞ୍ଚି  ଯୋଜନାବଦ୍ଧ ଭାବେ ବାଘକୁ ଠାବ ପାଇଁ ଅନୁଧ୍ୟାନ କରିଥିଲା ।

ଆହୁରି ପଢ଼ନ୍ତୁ: ଏପ୍ରିଲ-ମେ'ରେ ହେବ ପଞ୍ଚାୟତ ନିର୍ବାଚନ: ରାଜ୍ୟ ନିର୍ବାଚନ ଆୟୋଗ

ସୂଚନା ଥାଉ କି, ୨ଦିନ ତଳେ ଶ୍ୟାମାଖୁଣ୍ଟା ବ୍ଲକର ଜଗନ୍ନାଥପୁର ଗ୍ରାମରେ ଏକ କଲରାପତରିଆ ବାଘ ଦେଖାଯାଇଥିଲା । ବନବିଭାଗ ତାକୁ କାବୁ କରିପାରିନଥିଲା । ଗୁରୁବାର ବାଘ ଜଙ୍ଗଲକୁ ପଳାଇଥିବା ବନବିଭାଗ ସୂଚନା ଦେଇଥିଲେ । ତେବେ ସେହି ବାଘଟି ପ୍ରାୟ ଜଙ୍ଗଲ ପରିବର୍ତ୍ତେ ବାରିପଦା ସହର ଅଭିମୁଖେ ପଳାଇଆସିଥିବା କୁହାଯାଉଛି ।

ଆହୁରି ପଢ଼ନ୍ତୁ: ଶବ ସତ୍କାର ପାଇଁ ମିଳିଲାନି ଶ୍ମଶାନ, ବାଇକରେ ବୁହାହେଲା ନାବାଳିକାର ମୃତଦେହ

17 May 2024 By The Sakala

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା: କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ । ଟ୍ରାଙ୍କୁଲାଇଜ୍ କରି ବାଘକୁ ଧରିଲେ ରେସ୍କ୍ୟୁ ଟିମ୍‌ । ବୁଢୀଖମାରୀ ଅଞ୍ଚଳରୁ ଟ୍ରାଙ୍କୁଲାଇଜ କରି କାବୁ କଲେ ରେସ୍କ୍ୟୁ ଟିମ୍‌ । ସହରର ଭଂଜପୁର ଅଞ୍ଚଳରେ ବାଘ ବୁଲୁଥିବା ଅଞ୍ଚଳବାସୀ ଦେଖିଥିଲେ।

ସୂଚନା ଅନୁଯାୟୀ, ଆଜି ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଥିଲା। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବା ବେଳେ ବାଘଟିକୁ ଦେଖିଥିଲେ  ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ସମସ୍ତେ ଭୟଭୀତ ଥିବା ସୂଚନା ପାଇ ବନବିଭାଗ ପହଞ୍ଚି  ଯୋଜନାବଦ୍ଧ ଭାବେ ବାଘକୁ ଠାବ ପାଇଁ ଅନୁଧ୍ୟାନ କରିଥିଲା ।

ସୂଚନା ଥାଉ କି, ୨ଦିନ ତଳେ ଶ୍ୟାମାଖୁଣ୍ଟା ବ୍ଲକର ଜଗନ୍ନାଥପୁର ଗ୍ରାମରେ ଏକ କଲରାପତରିଆ ବାଘ ଦେଖାଯାଇଥିଲା । ବନବିଭାଗ ତାକୁ କାବୁ କରିପାରିନଥିଲା । ଗୁରୁବାର ବାଘ ଜଙ୍ଗଲକୁ ପଳାଇଥିବା ବନବିଭାଗ ସୂଚନା ଦେଇଥିଲେ । ତେବେ ସେହି ବାଘଟି ପ୍ରାୟ ଜଙ୍ଗଲ ପରିବର୍ତ୍ତେ ବାରିପଦା ସହର ଅଭିମୁଖେ ପଳାଇଆସିଥିବା କୁହାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର