ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

The Sakala Picture
Published On

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର ପୋକ୍ସୋ କୋର୍ଟରେ ଗୁରୁତ୍ୱପୂର୍ଣ୍ଣ ରାୟ। ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ କାରା ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସନ୍ତୋଷ କୁମାର ନାୟକ। ବୈଶିଙ୍ଗା ଥାନା ଅନ୍ତର୍ଗତ ଡେମ୍ଫୋଉଦା ଗ୍ରାମର ଧୂମକେତୁ ସିଂକୁ ଦଣ୍ଡାଦେଶ। ୨୦୨୧ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର […]

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର ପୋକ୍ସୋ କୋର୍ଟରେ ଗୁରୁତ୍ୱପୂର୍ଣ୍ଣ ରାୟ। ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ କାରା ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସନ୍ତୋଷ କୁମାର ନାୟକ। ବୈଶିଙ୍ଗା ଥାନା ଅନ୍ତର୍ଗତ ଡେମ୍ଫୋଉଦା ଗ୍ରାମର ଧୂମକେତୁ ସିଂକୁ ଦଣ୍ଡାଦେଶ। ୨୦୨୧ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ। ଅନୁରୂପ ଭାବରେ ପୀଡିତାଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

14 Mar 2024 By The Sakala

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର ପୋକ୍ସୋ କୋର୍ଟରେ ଗୁରୁତ୍ୱପୂର୍ଣ୍ଣ ରାୟ। ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ କାରା ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସନ୍ତୋଷ କୁମାର ନାୟକ। ବୈଶିଙ୍ଗା ଥାନା ଅନ୍ତର୍ଗତ ଡେମ୍ଫୋଉଦା ଗ୍ରାମର ଧୂମକେତୁ ସିଂକୁ ଦଣ୍ଡାଦେଶ। ୨୦୨୧ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ। ଅନୁରୂପ ଭାବରେ ପୀଡିତାଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର