ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ନେଇ ବାରିପଦାରେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ

The Sakala Picture
Published On

ବାରିପଦା: ମୁଖ୍ୟମନ୍ତ୍ରୀଙ୍କ ନୂତନ ବର୍ଷର ଶୁଭେଚ୍ଛା ବାର୍ତ୍ତା ନେଇ ମୟୁରଭଞ୍ଜ ଜିଲ୍ଲାରେ ପହଞ୍ଚିଲେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ସେବା ଯୋଗାଇବା ପାଇଁ ଦଳୀୟ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି। ମାଆ କିଚେକେଶ୍ୱରୀ ମାଟିରେ କର୍ମୀମାନଙ୍କୁ ନୂଆ ମନ, ନୂଆ ହୃଦୟ, ନୂଆ ଚିନ୍ତାଧାରାରେ ସମସ୍ତ ଲୋକଙ୍କ ନିକଟରେ ପହଞ୍ଚି ଲୋକଙ୍କ ସେବା କରି ଓ ହୃଦୟ ଜିତିବାକୁ ଗୁରୁ ମନ୍ତ୍ର ଦେଇଛନ୍ତି ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ […]

ବାରିପଦା: ମୁଖ୍ୟମନ୍ତ୍ରୀଙ୍କ ନୂତନ ବର୍ଷର ଶୁଭେଚ୍ଛା ବାର୍ତ୍ତା ନେଇ ମୟୁରଭଞ୍ଜ ଜିଲ୍ଲାରେ ପହଞ୍ଚିଲେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ସେବା ଯୋଗାଇବା ପାଇଁ ଦଳୀୟ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି। ମାଆ କିଚେକେଶ୍ୱରୀ ମାଟିରେ କର୍ମୀମାନଙ୍କୁ ନୂଆ ମନ, ନୂଆ ହୃଦୟ, ନୂଆ ଚିନ୍ତାଧାରାରେ ସମସ୍ତ ଲୋକଙ୍କ ନିକଟରେ ପହଞ୍ଚି ଲୋକଙ୍କ ସେବା କରି ଓ ହୃଦୟ ଜିତିବାକୁ ଗୁରୁ ମନ୍ତ୍ର ଦେଇଛନ୍ତି ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ଦାସ। ଜିଲ୍ଲାର ଦଳୀୟ ବରିଷ୍ଠ ନେତୃବୃନ୍ଦ, ବରିଷ୍ଠ ନାଗରିକ, ଶିକ୍ଷକ ସମାଜ, ମହିଳା, ଯୁବ ଓ ଛାତ୍ର ନେତୃବୃନ୍ଦଙ୍କ ସହିତ ମିଶି ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ମୟୁରଭଞ୍ଜ ଜିଲ୍ଲାବାସୀ ସହ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଗସ୍ତ ସମୟରେ ପୁର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ମୋରଡା ବିଧାୟକ ରାଜକିଶୋର ଦାଶ, ପୂର୍ବତନ ବଡ଼ସାହି ବିଧାୟକ ଗଣେଶ୍ୱର ପାତ୍ର, ପୂର୍ବତନ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ, ରାଜ୍ୟ ସାଧାରଣ ସମ୍ପାଦକ ଡା. ଦେବାଶିଷ ମାରାଣ୍ଡି, ରାଜ୍ୟ କୃଷି ନିଗମ ଅଧକ୍ଷ ଦେବାଶିଷ ମହାନ୍ତି, ମୟୂରଭଞ୍ଜ-୨ର ସଭାପତି କାଶୀନାଥ ହେମ୍ବ୍ରମ ଓ ଦଳର ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

01 Jan 2022 By The Sakala

ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ନେଇ ବାରିପଦାରେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ

ବାରିପଦା: ମୁଖ୍ୟମନ୍ତ୍ରୀଙ୍କ ନୂତନ ବର୍ଷର ଶୁଭେଚ୍ଛା ବାର୍ତ୍ତା ନେଇ ମୟୁରଭଞ୍ଜ ଜିଲ୍ଲାରେ ପହଞ୍ଚିଲେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ସେବା ଯୋଗାଇବା ପାଇଁ ଦଳୀୟ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି। ମାଆ କିଚେକେଶ୍ୱରୀ ମାଟିରେ କର୍ମୀମାନଙ୍କୁ ନୂଆ ମନ, ନୂଆ ହୃଦୟ, ନୂଆ ଚିନ୍ତାଧାରାରେ ସମସ୍ତ ଲୋକଙ୍କ ନିକଟରେ ପହଞ୍ଚି ଲୋକଙ୍କ ସେବା କରି ଓ ହୃଦୟ ଜିତିବାକୁ ଗୁରୁ ମନ୍ତ୍ର ଦେଇଛନ୍ତି ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ଦାସ। ଜିଲ୍ଲାର ଦଳୀୟ ବରିଷ୍ଠ ନେତୃବୃନ୍ଦ, ବରିଷ୍ଠ ନାଗରିକ, ଶିକ୍ଷକ ସମାଜ, ମହିଳା, ଯୁବ ଓ ଛାତ୍ର ନେତୃବୃନ୍ଦଙ୍କ ସହିତ ମିଶି ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ମୟୁରଭଞ୍ଜ ଜିଲ୍ଲାବାସୀ ସହ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଗସ୍ତ ସମୟରେ ପୁର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ମୋରଡା ବିଧାୟକ ରାଜକିଶୋର ଦାଶ, ପୂର୍ବତନ ବଡ଼ସାହି ବିଧାୟକ ଗଣେଶ୍ୱର ପାତ୍ର, ପୂର୍ବତନ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ, ରାଜ୍ୟ ସାଧାରଣ ସମ୍ପାଦକ ଡା. ଦେବାଶିଷ ମାରାଣ୍ଡି, ରାଜ୍ୟ କୃଷି ନିଗମ ଅଧକ୍ଷ ଦେବାଶିଷ ମହାନ୍ତି, ମୟୂରଭଞ୍ଜ-୨ର ସଭାପତି କାଶୀନାଥ ହେମ୍ବ୍ରମ ଓ ଦଳର ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର