ବର୍ଷାରେ ଭାଙ୍ଗିଲା ନଦୀବନ୍ଧ: ୨୦୦୦ ଏକର ଚାଷଜମି ଜଳମଗ୍ନ, ପାଣି ଘେରରେ ୩ ଗାଁ…

ମୋରଡ଼ା/ରାସଗୋବିନ୍ଦପୁର: ଶୁକ୍ରବାର ହୋଇଥିବା ପ୍ରବଳ ବର୍ଷାର ପରିଣାମର କରୁଣ ପରିସ୍ଥିତି ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ। ଉକ୍ତ ବ୍ଲକ ଅଧୀନ ଜମ୍ଭୀରା ନଦୀର ବଡାମପୁର ନଦୀ ଆଡ଼ିବନ୍ଧ ଭାଙ୍ଗି ଯିବାରୁ ୨ ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି। ଫଳରେ ଚାଷ ପାଇଁ ତଳି ଲଗାଇଥିବା ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ସେହିପରି ଉକ୍ତ ବ୍ଲକ ଅଧୀନ ସାନମାଣିଦା ପଞ୍ଚାୟତର ଡୁଇଲିପୁରା,ପିଙ୍ଗୁଳି, ପଦ୍ମତୋଳିଆ ଗ୍ରାମ ପାଣି ଘେରରେ ଥିବାରୁ ପାଞ୍ଚ ଶହରୁ ଉର୍ଦ୍ଧ୍ବ ଲୋକଙ୍କ […]

ମୋରଡ଼ା/ରାସଗୋବିନ୍ଦପୁର: ଶୁକ୍ରବାର ହୋଇଥିବା ପ୍ରବଳ ବର୍ଷାର ପରିଣାମର କରୁଣ ପରିସ୍ଥିତି ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ। ଉକ୍ତ ବ୍ଲକ ଅଧୀନ ଜମ୍ଭୀରା ନଦୀର ବଡାମପୁର ନଦୀ ଆଡ଼ିବନ୍ଧ ଭାଙ୍ଗି ଯିବାରୁ ୨ ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି। ଫଳରେ ଚାଷ ପାଇଁ ତଳି ଲଗାଇଥିବା ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ସେହିପରି ଉକ୍ତ ବ୍ଲକ ଅଧୀନ ସାନମାଣିଦା ପଞ୍ଚାୟତର ଡୁଇଲିପୁରା,ପିଙ୍ଗୁଳି, ପଦ୍ମତୋଳିଆ ଗ୍ରାମ ପାଣି ଘେରରେ ଥିବାରୁ ପାଞ୍ଚ ଶହରୁ ଉର୍ଦ୍ଧ୍ବ ଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

About The Author: The Sakala