ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ, ୨ଅଟକ

The Sakala Picture
Published On

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ ବାଘଛାଲ ଜବତ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସର ମିଳିତ ଚଢାଉରେ ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି । ସେମାନଙ୍କୁ ବାରିପଦା ଅଣାଯାଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ […]

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ ବାଘଛାଲ ଜବତ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସର ମିଳିତ ଚଢାଉରେ ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି । ସେମାନଙ୍କୁ ବାରିପଦା ଅଣାଯାଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

29 Sep 2023 By The Sakala

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ, ୨ଅଟକ

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ ବାଘଛାଲ ଜବତ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସର ମିଳିତ ଚଢାଉରେ ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି । ସେମାନଙ୍କୁ ବାରିପଦା ଅଣାଯାଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର