ବାରିପଦା ସହରରେ ବାଘ ଆତଙ୍କ, ଲୋକେ ଭୟଭୀତ

The Sakala Picture
Published On

ବାରିପଦା: ଶୁକ୍ରବାର ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଛି। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବାବେଳେ ବାଘଟିକୁ ଦେଖିଥିଲେ। ଖବର ପ୍ରଚାରିତ ହେବା ପରେ ସ୍ଥାନୀୟଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ସମସ୍ତେ ଭୟଭୀତ ଥିବା ସୂଚନା ପାଇ ବନବିଭାଗ ପହଞ୍ଚି ବାଘକୁ ଖୋଜୁଛି। ବାଘ ପିଞ୍ଜରା ଗାଡି, ଜାଲ ଓ ଟ୍ରାଙ୍କୁଲାଇଜର ଧରି ଯୋଜନାବଦ୍ଧ ଭାବେ ବାଘକୁ ଠାବ ପାଇଁ ଅନୁଧ୍ୟାନ କରୁଛନ୍ତି । […]

ବାରିପଦା: ଶୁକ୍ରବାର ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଛି। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବାବେଳେ ବାଘଟିକୁ ଦେଖିଥିଲେ। ଖବର ପ୍ରଚାରିତ ହେବା ପରେ ସ୍ଥାନୀୟଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ସମସ୍ତେ ଭୟଭୀତ ଥିବା ସୂଚନା ପାଇ ବନବିଭାଗ ପହଞ୍ଚି ବାଘକୁ ଖୋଜୁଛି। ବାଘ ପିଞ୍ଜରା ଗାଡି, ଜାଲ ଓ ଟ୍ରାଙ୍କୁଲାଇଜର ଧରି ଯୋଜନାବଦ୍ଧ ଭାବେ ବାଘକୁ ଠାବ ପାଇଁ ଅନୁଧ୍ୟାନ କରୁଛନ୍ତି । ଅଟାକଳ ଗୋଦାମଘରେ ବାଘଟି ଥିବା ସନ୍ଦେହ କରି ଚାରିପଟେ ଜାଲ ଘେରି ଧରିବାକୁ ଯୋଜନା ଚଳାଇଛନ୍ତି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ସୂଚନା ଅନୁଯାୟୀ, ୨ଦିନ ତଳେ ଶ୍ୟାମାଖୁଣ୍ଟା ବ୍ଲକର ଜଗନ୍ନାଥପୁର ଗ୍ରାମରେ ଏକ କଲରାପତରିଆ ବାଘ ଦେଖାଯାଇଥିଲା । ବନବିଭାଗ ତାକୁ କାବୁ କରିପାରି ନ ଥିଲା । ଗୁରୁବାର ବାଘ ଜଙ୍ଗଲକୁ ପଳାଇଥିବା ବନବିଭାଗ ସୂଚନା ଦେଇଥିଲେ । ତେବେ ସେହି ବାଘଟି ପ୍ରାୟ ଜଙ୍ଗଲ ପରିବର୍ତ୍ତେ ବାରିପଦା ସହର ଅଭିମୁଖେ ପଳାଇଆସିଥିବା କୁହାଯାଉଛି ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

17 May 2024 By The Sakala

ବାରିପଦା ସହରରେ ବାଘ ଆତଙ୍କ, ଲୋକେ ଭୟଭୀତ

ବାରିପଦା: ଶୁକ୍ରବାର ସକାଳେ ବାରିପଦା ସହରର ଭଞ୍ଜପୁର ସ୍ଥିତ ବୁଢ଼ୀଖମାରୀ ସାହି ଠାରେ ବାଘ ଆତଙ୍କ ଖେଳିଯାଇଛି। ଜଣେ ବ୍ୟକ୍ତି ତାଙ୍କ ପିଲାକୁ ଟ୍ୟୁସନ ଛାଡିବାକୁ ଯାଉଥିବାବେଳେ ବାଘଟିକୁ ଦେଖିଥିଲେ। ଖବର ପ୍ରଚାରିତ ହେବା ପରେ ସ୍ଥାନୀୟଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ସମସ୍ତେ ଭୟଭୀତ ଥିବା ସୂଚନା ପାଇ ବନବିଭାଗ ପହଞ୍ଚି ବାଘକୁ ଖୋଜୁଛି। ବାଘ ପିଞ୍ଜରା ଗାଡି, ଜାଲ ଓ ଟ୍ରାଙ୍କୁଲାଇଜର ଧରି ଯୋଜନାବଦ୍ଧ ଭାବେ ବାଘକୁ ଠାବ ପାଇଁ ଅନୁଧ୍ୟାନ କରୁଛନ୍ତି । ଅଟାକଳ ଗୋଦାମଘରେ ବାଘଟି ଥିବା ସନ୍ଦେହ କରି ଚାରିପଟେ ଜାଲ ଘେରି ଧରିବାକୁ ଯୋଜନା ଚଳାଇଛନ୍ତି।

ସୂଚନା ଅନୁଯାୟୀ, ୨ଦିନ ତଳେ ଶ୍ୟାମାଖୁଣ୍ଟା ବ୍ଲକର ଜଗନ୍ନାଥପୁର ଗ୍ରାମରେ ଏକ କଲରାପତରିଆ ବାଘ ଦେଖାଯାଇଥିଲା । ବନବିଭାଗ ତାକୁ କାବୁ କରିପାରି ନ ଥିଲା । ଗୁରୁବାର ବାଘ ଜଙ୍ଗଲକୁ ପଳାଇଥିବା ବନବିଭାଗ ସୂଚନା ଦେଇଥିଲେ । ତେବେ ସେହି ବାଘଟି ପ୍ରାୟ ଜଙ୍ଗଲ ପରିବର୍ତ୍ତେ ବାରିପଦା ସହର ଅଭିମୁଖେ ପଳାଇଆସିଥିବା କୁହାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର