ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୋଟିଏ ଡାଳରେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

The Sakala Picture
Published On

ବାରିପଦା: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା […]

ବାରିପଦା: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା ହେଉଛି । ଘଟଣାରେ ପୁଲିସ ପୃଥକ ଅପମୃତ୍ୟୁ ମାମଲା ରୁଜୁ ପୂର୍ବକ ମୃତଦେହ ଦୁଇଟି ବ୍ୟବଛେଦ ପାଇଁ ପଠାଇ ପୁଲିସ ଅଧିକ ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

26 Apr 2024 By The Sakala

ଗୋଟିଏ ଡାଳରେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା ହେଉଛି । ଘଟଣାରେ ପୁଲିସ ପୃଥକ ଅପମୃତ୍ୟୁ ମାମଲା ରୁଜୁ ପୂର୍ବକ ମୃତଦେହ ଦୁଇଟି ବ୍ୟବଛେଦ ପାଇଁ ପଠାଇ ପୁଲିସ ଅଧିକ ତଦନ୍ତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର