ଦେବକୁଣ୍ଡ ଜଳପ୍ରପାତରେ ପଡି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

The Sakala Picture
Published On

ବାରିପଦା: ରବିବାର ଛୁଟିଦିନରେ ସାଙ୍ଗ ମାନଙ୍କ ସହିତ ଦେବକୁଣ୍ଡ ବୁଲିବାକୁ ଯାଇଥିବା ବେଳେ ଜଳପ୍ରପାତରେ ପଡି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।  ମୃତକ ଜଣଙ୍କ ପିଆରଏମ୍‌ ମେଡିକାଲ କଲେଜର ୩ୟ ବର୍ଷ ଛାତ୍ର ଲିପନ ସାହୁ । ଉଦଳା ପୁଲିସ ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ ପରେ ଶବବ୍ୟବଚ୍ଛେଦ ପାଇଁ ଉଦଳା ଡାକ୍ତରଖାନା ନେଇଛି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର