ସମ୍ଭାବ୍ୟ ମରୁଡ଼ି ସ୍ଥିତିର ମୁକାବିଲା ନେଇ ଗରୁତ୍ୱପୂର୍ଣ୍ଣ ବୈଠକ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ନିଅଣ୍ଟିଆ ବର୍ଷା ଯୋଗୁ ପ୍ରଭାବିତ ହୋଇଛି ଚାଷ କାର୍ଯ୍ଯ। ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମସ୍ତ ବିଭାଗ ଓ ଜିଲ୍ଲାପାଳମାନଙ୍କ ବୈଠକ ଡକାଇଛନ୍ତି। ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର, ଜଳ ସମ୍ପଦ ସଚିବ, ଅର୍ଥ ସଚିବ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ । ସ୍ୱଳ୍ପ ବର୍ଷା ଯୋଗୁଁ ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବଲାଙ୍ଗୀର ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ଆହୁରି […]

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ନିଅଣ୍ଟିଆ ବର୍ଷା ଯୋଗୁ ପ୍ରଭାବିତ ହୋଇଛି ଚାଷ କାର୍ଯ୍ଯ। ଏଥିପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସମସ୍ତ ବିଭାଗ ଓ ଜିଲ୍ଲାପାଳମାନଙ୍କ ବୈଠକ ଡକାଇଛନ୍ତି। ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର, ଜଳ ସମ୍ପଦ ସଚିବ, ଅର୍ଥ ସଚିବ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ । ସ୍ୱଳ୍ପ ବର୍ଷା ଯୋଗୁଁ ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବଲାଙ୍ଗୀର ସର୍ବାଧିକ ପ୍ରଭାବିତ ହୋଇଛି। ସେହିପରି ଆହୁରି ୨୦ ଜିଲ୍ଲାରେ ମଧ୍ୟ ଉତ୍କଟ ମରୁଡ଼ି ପରିସ୍ଥିତି ଦେଖାଦେଲାଣି। ଅଗଷ୍ଟ ୩୧ ସୁଦ୍ଧା ପ୍ରତି ବ୍ଲକ ପାଇଁ ସ୍ୱତନ୍ତ୍ର କଣ୍ଟିଜେନ୍ସି ପ୍ଲାନ କରିବାକୁ OUAT  କୃଷି ବିଭାଗ ନିର୍ଦ୍ଦେଶ ଦେଇଛି। ପାଣି ଅଭାବ ଯୋଗୁ ବିଲକୁ କିପରି ବିକଳ୍ପ ଉପାୟରେ ପାଣି ମିଳି ପାରିବ, ସେ ଦିଗରେ ଆଲୋଚନା ହେବ।

ଆହୁରି ପଢ଼ନ୍ତୁ: ଆଉ ପାଦେ ଆଗକୁ ବଢ଼ିଲା ପୁରୀ ବିମାନବନ୍ଦର ‌ପ୍ରକଳ୍ପ: ମିଳିଲା ସିଆର୍‌ଜେଡ୍‌ ଅନୁମତି

 

ଆହୁରି ପଢ଼ନ୍ତୁ: ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର