ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂମିକମ୍ପ

ଭୁବନେଶ୍ବର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂମିକମ୍ପ । ସକାଳ ୭ଟା ୧୭ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଝଟ୍‌କା ଅନୁଭୂତ ହୋଇଛି । ବିଶେଷ କରି ପୁରୁଣା ଭୁବନେଶ୍ବରରେ ଅନୁଭୂତ । ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଛି। ତେବେ ଝଟ୍‌କା ଅନୁଭୂତ କରିବାପରେ ଲୋକେ ଭୟଭିତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଏନେଇ […]

ଭୁବନେଶ୍ବର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂମିକମ୍ପ । ସକାଳ ୭ଟା ୧୭ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଝଟ୍‌କା ଅନୁଭୂତ ହୋଇଛି । ବିଶେଷ କରି ପୁରୁଣା ଭୁବନେଶ୍ବରରେ ଅନୁଭୂତ । ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଛି। ତେବେ ଝଟ୍‌କା ଅନୁଭୂତ କରିବାପରେ ଲୋକେ ଭୟଭିତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ମିଳିନି ।

About The Author: The Sakala